ସାଧାରଣତନ୍ତ୍ର ଦିବସ ପାଇଁ ଆସିଲା ଗାଇଡଲାଇନ: ପୂର୍ବାହ୍ନ ସାଢ଼େ ୯ଟା ପୂର୍ବରୁ ଉଡ଼ିବ ଜାତୀୟ ପତାକା
ଭୁବନେଶ୍ବର : ସାଧାରଣତନ୍ତ୍ର ଦିବସ ପାଇଁ ଆସିଲା ଗାଇଡ୍ଲାଇନ । ଜାନୁଆରୀ ୨୬ ତାରିଖ ଦିନ ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଜାତୀୟ ପତାକା ଉଡ଼ିବ। କୋଭିଡ୍ ସ୍ଥିତିକୁ ଦେଖି ଭର୍ଚୁଆଲ ନ ହେଲେ ଫିଜିକାଲ ମୋଡ୍ରେ ପତାକା ଉତ୍ତୋଳନ କରିବେ ଶିକ୍ଷାନୁଷ୍ଠାନର…