Latest Odisha News
Browsing Tag

Resigns

କଡା ସମାଲୋଚନା ପରେ ଏଏମଏମଏର ସଭାପତି ପଦରୁ ଇସ୍ତଫା ଦେଲେ ମୋହନଲାଲ

ବେଙ୍ଗାଲୁରୁ: ଅଭିନେତା ମୋହନଲାଲ ମାଲାୟାଲମ ଚଳଚ୍ଚିତ୍ର କଳାକାର ସଂଘର ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ରିପୋର୍ଟ ଅନୁଯାୟୀ, କାର୍ଯ୍ୟନିର୍ବାହୀ କମିଟିର ସମସ୍ତ ସଦସ୍ୟ ମିଳିତ ଭାବେ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ସବୁ ସଦସ୍ୟଙ୍କ ଇସ୍ତଫା ପରେ ଏବେ କମିଟି ଭାଙ୍ଗିଯାଇଛି। ଦୁଇ ମାସ…

ବାଂଲାଦେଶରେ ଥମୁନି ହିଂସା; ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ଇସ୍ତଫା!

ଢାକା: ବାଂଲାଦେଶର ସର୍ବୋଚ୍ଚ ଅଦାଲତର ପ୍ରଧାନ ବିଚାରପତି ଓବାଇଡୁଲ ହାସନ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ବିକ୍ଷୋଭକାରୀମାନେ ସୁପ୍ରିମକୋର୍ଟକୁ ଘେରି ରହିବା ସହ ପ୍ରଧାନ ବିଚାରପତିଙ୍କ ଇସ୍ତଫା ଦାବି କରିଥିଲେ। ଢାକା ଟ୍ରିବ୍ୟୁନ୍ ଖବରକାଗଜ ରିପୋର୍ଟ ଅନୁଯାୟୀ, ୬୫ ବର୍ଷୀୟୱପ୍ରଧାନ…

ପଞ୍ଜାବ କଂଗ୍ରେସକୁ ବଡ ଝଟ୍‌କା; ପଞ୍ଜାବ ସଭାପତି ପଦରୁ ଇସ୍ତଫା ଦେଲେ ସିଦ୍ଧୁ

ନୂଆଦିଲ୍ଲୀ: ପଞ୍ଜାବରେ କଂଗ୍ରେସ ଦଳକୁ ବଡ଼ ଝଟ୍‌କା। ପଞ୍ଜାବ କଂଗ୍ରେସ କମିଟି ସଭାପତି ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁ। ତେବେ ସେ ଦଳରେ ରହିବା କଥା କହିଛନ୍ତି। ଚିଠି ମାଧ୍ୟମରେ ଇସ୍ତଫା ସମ୍ପର୍କରେ ସିଦ୍ଧୁ ସୋନିଆ ଗାନ୍ଧୀଙ୍କୁ ସୂଚନା ଦେଇଛନ୍ତି। ସୋନିଆ ଗାନ୍ଧୀଙ୍କୁ ଲେଖିଥିବା…

କଂଗ୍ରେସ ଛାଡିଲେ ସ୍ମୃତିରେଖା, ଦଳର ସହଯୋଗ ମିଳିନଥିବା ଅଭିଯୋଗ  

ଭୁବନେଶ୍ବର: କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ସ୍ମୃତିରେଖା ପହି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । କୌଣସି ଘଟଣାରେ ଦଳ ତାଙ୍କୁ ସହଯୋଗ କରିନଥିବା ସେ ଅଭିଯୋଗ କରିଛନ୍ତି । ସେଥିପାଇଁ ସେ ଇସ୍ତଫା ଦେଇଛନ୍ତି ବୋଲି ତାଙ୍କ ଇସ୍ତଫା ପତ୍ରରେ…

ପଦରୁ ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ 

ମୁମ୍ବାଇ:  ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ଇସ୍ତଫା । ସିବିଆଇ ଯାଂଚ ନିର୍ଦ୍ଦେଶ ପରେ ପଦରୁ ଇସ୍ତଫା ଦେଇଛନ୍ତି ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ଏହାର କିଛି ସମୟ ମଧ୍ୟରେ…

ସେକ୍ସ ସିଡି ମାମଲା: ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ

ବେଙ୍ଗାଳୁରୁ: ବିବାଦର କର୍ଣ୍ଣାଟକ ସରକାରରେ ମନ୍ତ୍ରୀ ଥିବା ରମେଶ ଜାରକିହୋଲି । ସେକ୍ସ ସିଡି ମାମଲାରେ ଏବେ ବିବାଦର ପରିସରରେ ମନ୍ତ୍ରୀ । ବୁଧବାର ରମେଶ ନିଜର ଇସ୍ତଫା ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କୁ ପଠାଇଛନ୍ତି । ରମେଶ ନିଜର ଇସ୍ତଫାରେ କହିଛନ୍ତି, ତାଙ୍କ ଉପରେ ଯେଉଁମାନେ…