ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଗୁରୁତର କୋରନା ରୋଗୀଙ୍କ ଚିକିତ୍ସା ପାଇଁ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ । ସଫଳତା ବି ମିଳୁଛି । ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ମନ୍ତ୍ରୀମାନଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ଭିତରେ ବିଭିନ୍ନ ଜିଲ୍ଲାକୁ…