Latest Odisha News
Browsing Tag

Restriction For One Week

କାଲିଠୁ ଗଞ୍ଜାମ ଜିଲ୍ଲାରେ ସବୁ ଧାର୍ମିକ ଅନୁଷ୍ଠାନ, ପାର୍କ ଓ ବେଳାଭୂମି ସପ୍ତାହେ ବନ୍ଦ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କରୋନାର ଦୈନିକ ସଂକ୍ରମଣରେ ଆଜି ୯ଗୁଣା ବୃଦ୍ଧି ପାଇଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ନୂଆ କଟକଣା ଜାରି କରିଛି ଜିଲ୍ଲା ପ୍ରଶାସନ । କାଲିଠୁ ଏପ୍ରିଲ ୨୧ ଯାଏ ବନ୍ଦ ରହିବ ଜିଲ୍ଲାର ସବୁ ଧାର୍ମିକ ଅନୁଷ୍ଠାନ । ଏହ ସମୟରେ ଧାର୍ମିକ ଅନୁଷ୍ଠାନର ବିଶୋଧନୀକରଣ…