Latest Odisha News
Browsing Tag

Result

ପ୍ରକାଶ ପାଇଲା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇଛି । ଏଥର ମୋଟ୍ ପାସ୍ ହାର ୪୩.୬୨ ପ୍ରତିଶତ ରହିଥିବାନେଇ ବୋର୍ଡ ଅଧ୍ୟକ୍ଷା ଜାହାନ ଆରା ବେଗମ୍ ସୂଚନା ଦେଇଛନ୍ତି । ସେହିପରି ଓଡିଶା…

ମ୍ୟାଟ୍ରିକ୍ ପରୀକ୍ଷା ଫଳ: ବାଜି ମାରିନେଲେ ଝିଅ

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥର ମୋଟ୍ ପାସ୍ ହାର ୭୦.୭୮ ପ୍ରତିଶତ ରହିଥିବାନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ…

ସିବିଏସଇ ଦ୍ୱାଦଶ ପରୀକ୍ଷାରେ ହସିଂକା ଶୁକ୍ଲା ଓ କରିସ୍ମା ହେଲେ ଟପ୍ପର୍

ଭୁବନେଶ୍ୱର : ଚଳିତ ବର୍ଷ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ଦିନ ପ୍ରକାଶ ପାଇଥିବା ବେଳେ ହସିଂକା ଶୁକ୍ଲା ଓ କରିସ୍ମା ଅରୋରା ଟପ୍ପର ହୋଇଛନ୍ତି । ହସିଂକା ଓ କରିସ୍ମା ଦୁହେଁ ୫୦୦ ମାର୍କରୁ ୪୯୯ ମାର୍କ ରଖି ଏହି ସଫଳତା ଅର୍ଜନ କରିଛନ୍ତି । ଚଳିତ ବର୍ଷ ୩୧ ଲକ୍ଷ ପରୀକ୍ଷାର୍ଥୀ…