Latest Odisha News

BREAKING NEWS

Browsing Tag

Results

ଆଜି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ୱର : ଭାରତୀୟ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ପରିଷଦ (ସିଆଇଏସସିଇ) ଦ୍ୱାରା ପରିଚାଳିତ ଦଶମ ଆଇସିଏସଇ ଏବଂ ଦ୍ୱାଦଶ (ଆଇଏସସି) ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଆଜି ଅପରାହ୍ନ ୩ ଟା ବେଳକୁ ପ୍ରକାଶ ପାଇବ । ଏନେଇ ସିଆଇଏସସିଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ପରିକ୍ଷାର୍ଥୀ…

ଧାମନଗର ରାୟ: ଆଗେଇ ଚାଲିଛି ବିଜେପି, ପଛରେ କଂଗ୍ରେସ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୧୦ ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ନବମ ରାଉଣ୍ଡରେ ସୂରଜ ୪୮୪୫ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୫,୩୨୧  ଖଣ୍ଡ ଭୋଟ୍ ମିଳିଛି । ବିଜେଡି ପ୍ରାର୍ଥୀ ଅବନ୍ତୀ…

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରୀ ଆଗୁଆ

ଭୁବନେଶ୍ୱର: ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅପରାହ୍ଣ ୪ଟାରେ ରେଜଲ୍ଟ ପ୍ରକାଶ ପାଇଛି । ଯୁକ୍ତ ୨ କଳାରେ ଏଥର ପାସ୍ ହାର ୮୨.୧୦ ପ୍ରତିଶତ ରହିଛି । ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା…

ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ, ସୌରଭ ଓଡିଶାରେ ଟପ୍ପର

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌-୧ ପରୀକ୍ଷାଫଳ ଶନିବାର ଦିନ ପ୍ରକାଶ ପାଇଛି । ଚଳିତ ବର୍ଷ ଏହି ପରୀକ୍ଷାରେ ଓଡିଶାରେ ସୌରଭ ସୌମ୍ୟକାନ୍ତ ଟପ୍ପର ହୋଇଛନ୍ତି । ସୌରଭ ୯୯.୯୯% ମାର୍କ ରଖି ଓଡିଶାରେ ଟପ୍ପର ହୋଇଥିବା ବେଳେ ୯୯.୯୮…

ଆଜି ପ୍ରକାଶ ପାଇବ +୨ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର : ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବୁଧବାର ଦିନ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି । ରାଜଧାନୀର ଗୀତଗୋବିନ୍ଦ ଅଡିଟୋରିୟମରେ ଅପରାହ୍ନ ୩ଟା ୩୦ମି. ବେଳେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି…

ଜୁନ୍ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତା ଜୁନ୍ ୨୧ ତାରିଖରେ ଯୁକ୍ତ ୨ କଳା ଓ ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ବୁଧବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ରାଜଧାନୀର ଗୀତଗୋବିନ୍ଦ ଅଡିଟୋରିୟମରେ ଅପରାହ୍ନ ୩ଟା ୩୦ମି. ବେଳେ ଏହି…

ପ୍ରକାଶ ପାଇଲା +୨ ବିଜ୍ଞାନ ପରୀକ୍ଷା ଫଳ, ୭୨.୩୩% ଉତ୍ତୀର୍ଣ୍ଣ

ଭୁବନେଶ୍ୱର : ବାର୍ଷିକ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳ ସୋମବାର ଦିନ ପ୍ରକାଶ ପାଇଛି । ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳାଫଳ ଘୋଷଣା କରିବା ସହିତ ଚଳିତ ବର୍ଷ ମୋଟ୍ ୭୨.୩୩% ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା…