ରାସ୍ତା ପାଇଁ ନୃଶଂସ ପାଲଟିଗଲେ, ଅବସରପ୍ରାପ୍ତ ଶିକ୍ଷକଙ୍କ ତଣ୍ଟି ଚିପି ଦେଲେ
ଭବାନୀପାଟଣା: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଦେଉଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ସାମାନାକୁ ଆସିଛି।ସାମାନ୍ୟ ଜମି ବାଡିକୁ କେନ୍ଦ୍ର କରି ସ୍ଥାନୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଅବସରପ୍ରାପ୍ତ ଶିକ୍ଷକଙ୍କ ନାମ କାହ୍ନୁ ଠାକୁର(୭୫) ।…