Latest Odisha News

BREAKING NEWS

Browsing Tag

Revenshaw University

ବଦଳିବ ରେଭେନ୍ସା ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି, ଖର୍ଚ୍ଚ ହେବ ୨୫୦କୋଟି ଟଙ୍କା 

କଟକ:ନୂଆ ରୂପ ସହ ବଦଳିବ ରେଭେନ୍ସା ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି। ରାଜ୍ୟ ସରକାର ଏଥି ପାଇଁ ୨୫୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ନୂଆ ରୂପ ସହ ଛାତ୍ରଛାତ୍ରୀମାନେ ଉନ୍ନତ ସୁବିଧା ପାଇ ପାରିବେ। ଅଧିକ ଛାତ୍ରାଵାସ, ଛାତ୍ରୀନିଵାସ, ସ୍ମାର୍ଟ ଶ୍ରେଣୀ ଗୃହ, ଆଧୁନିକ ଶୌଚାଳୟ ଓ କ୍ରୀଡା…

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା କଟ୍ ଅଫ୍ ମାର୍କ, ଅନ୍ୟ କଲେଜଠୁ ପଛରେ ବିଜେବି ଓ ରେଭେନ୍ସା

ଭୁବନେଶ୍ୱର: ସ୍ନାତକରେ ନାମଲେଖା ପାଇଁ ଆଜି କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । ଯୁକ୍ତ ତିନି ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କଲେଜ୍ ଅନୁଯାୟୀ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । କଳା ଓ ବିଜ୍ଞାନରେ ରାଜ୍ୟର ଅନ୍ୟ କଲେଜ ବିଜେବି ଓ ରେଭେନ୍ସାକୁ ପଛରେ ପକାଇଛନ୍ତି…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ସିଏମସିର ନୋଟିସ୍

କଟକ: ଗତକାଲି ରେଭେନ୍ସା ବିଶ୍ୱବିଦ୍ୟାଳୟରୁ କରୋନା କଟକଣା ଉଲ୍ଲଂଘନ କରି ନାଚ,ଗୀତ କରିଥିବା ଭିଡ଼ିଓ ଭାଇରାଲ ହୋଇଥିଲା । ଏନେଇ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହା ମହାମାରୀ ଆଇନ୍ ଅନୁଯାୟୀ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ…