ରାଜ୍ୟରେ ବଢିଛି ରାଜସ୍ୱ ଅବିବୃଦ୍ଧି
ଭୁବନେଶ୍ୱର : ଭୁବନେଶ୍ୱର ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି ହୋଇଛି । ଗତ ବର୍ଷ ଏହି ସମୟସୁଦ୍ଧା ସମୁଦାୟ ରାଜସ୍ୱ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ଥିବାବେଳେ ଚଳିତ ବର୍ଷ ଏହା ପ୍ରାୟ ୩୬,୪୫୫…