ରିୟା ଚକ୍ରବର୍ତ୍ତୀଙ୍କ ପିଟିସନର ଆଜି ଶୁଣାଣି କରିବେ ସୁପ୍ରିକୋର୍ଟ
ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ବଢୁଛି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଅଡୁଆ । ମିଡିଆ ଟ୍ରାଏଲ୍ ବିରୋଧରେ ସେ କରିଥିବା ପିଟିସନର ଆଜି ଶୁଣାଣି କରିବେ ସର୍ବୋଚ୍ଚ ଅଦାଲତ । ଗତକାଲି ସୁପ୍ରିମକୋର୍ଟରେ ପିଟିସନ ଫାଇଲ୍ କରିଥଲେ ରିୟା । ଅଭିଯୋଗ କରିଛନ୍ତି, ସୁଶାନ୍ତ…