Latest Odisha News
Browsing Tag

Rhea Chakraborty

ଡ୍ରଗ୍ସ ଲିଙ୍କ: ତିନି ଜଣ ବନ୍ଧା ହେଲେଣି, ଏଥର ରିୟାଙ୍କ ପାଳି !

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ଓ ଡ୍ରଗ୍ସ ଲିଙ୍କ ମାମଲାରେ ତଦନ୍ତକୁ ଜୋରଦାର କରିଛନ୍ତି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଓ ସିବିଆଇ । ଡ୍ରଗ୍ସ ଲିଙ୍କରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ହାଜର ପାଇଁ ଡାକିଛି ଏନସିବି । ଜେରା କରିବ । ଚର୍ଚ୍ଚା ହେଉଛି ଯେକୌଣସି ମୁହୂର୍ତ୍ତରେ…

ଡ୍ରଗ୍ସ ଆଣି ବିକ୍ରି କରୁଥିଲେ ରିୟା: ଏନ୍‌ସିବି

ମୁମ୍ବାଇ: ଡ୍ରଗ୍ସ ଲିଙ୍କରେ ସାମିଲ ଥିଲେ ବଲିଉଡ ଅଭିନେତ୍ରର ତଥା ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ । ଡ୍ରଗ୍ସ ଆଣି ରିୟା ବିକ୍ରି ମଧ୍ୟ କରୁଥିଲେ । ଏଭଳି ରିପୋର୍ଟ ଦେଇଛି ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ । ରିୟାଙ୍କୁ ଏହି ମାମଲାରେ ଏନ୍‌ସିବି…

ସାମୁଏଲ୍ ମିରାଣ୍ଡାଙ୍କୁ ହେପାଜତରେ ନେଲା ଏନସିବି

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଓ ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ସ୍କାନରରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ, ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀ ଓ ସୁଶାନ୍ତ ସିଂହ ରାଜପୁତଙ୍କ ହାଉସ ମ୍ୟାନେଜର ସାମୁଏଲ୍ ମିରାଣ୍ଡା । ଆଜି ସାମୁଏଲ…

ରିୟା, ମିରାଣ୍ଡାଙ୍କ ଘରେ ପଞ୍ଝା ମାରିଲା ଏନସିବି

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଜାରି ରଖିଥିବା ବେଳେ ଡ୍ରଗ୍ସ ଲିଙ୍କରେ ରିୟାଙ୍କ ଘରେ ପଞ୍ଝା ମାରିଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି । ଆଜି ସକାଳୁ ସକାଳୁ ମୁମ୍ବାଇ ସ୍ଥିତ ରିୟାଙ୍କ ଘରେ ରେଡ ହୋଇଛି । ଡ୍ରଗ୍ସ ଲିଙ୍କ୍ ଅଭିଯୋଗରେ ମୁମ୍ବାଇ…

ସୁଶାନ୍ତଙ୍କ ଭଉଣୀ ଓ ରିୟାଙ୍କୁ ମୁହାଁମୁହିଁ ଜେରା କରିବ ସିବିଆଇ !

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ରିୟାଙ୍କୁ ତିନି ଦିନ ହେବ ଝାଳବୁହା ଜେରା ଚଳାଇଛି । ତିନି ଦିନରେ ପାଖାପାଖି ୨୭ ଘଣ୍ଟା ଗୁଡ଼େଇ ତୁଡେଇ ପଚରାଉଚରା କରିଛି । ଆଜି ପୁଣି ଥରେ ସିବିଆଇ ଜେରାର ସାମନା କରିବେ ରିୟା ଚକ୍ରବର୍ତ୍ତୀ । ସେହିପରି ଆଜି ସୁଶାନ୍ତଙ୍କ ଭଉଣୀ…

ରିୟା ଚକ୍ରବର୍ତ୍ତୀଙ୍କୁ ସାଢ଼େ ୧୦ ଘଣ୍ଟା ଘାଣ୍ଟିଲା ସିବିଆଇ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମାରାଥନ୍ ଜେରା କରିଛି ସିବିଆଇ । ଗତକାଲି ପ୍ରଥମ ଦିନରେ ସାଢ଼େ ୧୦ ଘଣ୍ଟା ଧରି ଜେରା ହୋଇଥିଲା । ରାତି ୯ଟା ବେଳେ ମୁମ୍ବାଇ ସ୍ଥିତ ଡିଆରଡିଓ ଗେଷ୍ଟ ହାଉସରୁ ବାହାରିଥିଲେ ରିୟା ଚକ୍ରବର୍ତ୍ତୀ ।…

ସିବିଆଇରେ ହାଜର ହେଲେ ରିୟା ଚକ୍ରବର୍ତ୍ତୀ, ପ୍ରଶ୍ନବାଣ ପ୍ରସ୍ତୁତ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ସ୍କାନରରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ଜେରାର ସାମନା କରିବେ । ପ୍ରଶ୍ନବାଣ ପ୍ରସ୍ତୁତ କରିଛି ରଖିଛି ସିବିଆଇ । ମ୍ବାଇ ଡିଆରଡିଓ ଗେଷ୍ଟ ହାଉସରେ ପହଞ୍ଚିଛନ୍ତି ରିୟା ଚକ୍ରବର୍ତ୍ତୀ । ହାଜର ହେବାକୁ ତାଙ୍କୁ ସମନ୍ ହୋଇଥିଲା ।…

ସୁଶାନ୍ତଙ୍କ ବାପା କହିଲେ ପୁଅକୁ ବିଷ ଦେଉଥିଲେ ରିୟା

ପାଟନା: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ରିୟାଙ୍କ ଗିରଫ ଦାବି କରିଛନ୍ତି ସୁଶାନ୍ତଙ୍କ ବାପା କେ. କେ. ସିଂ । ସେ କହିଛନ୍ତି ରିୟା ତାଙ୍କ ପୁଅକୁ ବହୁ ଦିନରୁ ବିଷ ଦେଇ ଆସୁଥିଲା । ସେ ହିଁ ସୁଶାନ୍ତର ହତ୍ୟାକାରୀ । ରିୟା ଓ ତାଙ୍କ ସହଯୋଗୀଙ୍କୁ ସିବିଆଇ ଗିରଫ କରୁ ବୋଲି ଦାବି…

ରିୟାଙ୍କ ବ୍ଲଡ୍ ସାମ୍ପୁଲ ନେବ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ

ଭୁବନେଶ୍ୱର: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ଆଗଉଛି । ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ଅଡୁଆ ଭିତରେ ଫଶି ଚାଲିଛନ୍ତି ରିୟା ଚକ୍ରବର୍ତ୍ତୀ । ଏବେ ଡ୍ରଗ୍ସ ମାଫିଆଙ୍କ ସହ ରିୟାଙ୍କ ଲିଙ୍କ ସୂରାକ ମିଳିବା ପରେ ମାମଲା ରୁଜୁ କରି ଖୋଳତାଡ ଆରମ୍ଭ କରିଛି ନାରକୋଟିକ୍ସ କଣ୍ଟ୍ରୋଲ…

ସୁଶାନ୍ତଙ୍କ ଘରୁ ବାହାରି ଆସିବା ପରେ ମହେଶ ଭଟ୍ଟଙ୍କ ସହ ରିୟାଙ୍କର କଣ ଥିଲା ହ୍ୱାଟସ୍ ଆପ୍ ଚାଟ୍ ?

ମୁମ୍ବାଇ: ଜୁନ ୮ ତାରିଖରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଓ ଫିଲ୍ମ ନିର୍ମାତା ମହେଶ ଭଟ୍ଟଙ୍କ ମଧ୍ୟରେ ହୋଇଥିବା ହ୍ୱାଟ୍ସ ଆପ୍ ଚାଟ୍ ଏବେ ଭାଇରାଲ ହେଉଛି । ରିୟା ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଘର ଛାଡିବା ପରେ ଦୁହିଁଙ୍କ ମଧ୍ୟରେ ଏହି କଥାବାର୍ତା ହୋଇଥିଲା । ଚାଟ୍‌ରୁ ଯାହା…