Latest Odisha News

BREAKING NEWS

Browsing Tag

rice

ବଢ଼ୁଛି ଚାଉଳ ଦାମ, ଉତ୍ପାଦନ ହ୍ରାସ ପଛର କାରଣ କଣ ?

ନୂଆଦିଲ୍ଲୀ: ଟମାଟୋ ପରେ ଲୋକଙ୍କୁ କନ୍ଦାଇବା ଆରମ୍ଭ କଲାଣି ଚାଉଳ । ବିଶ୍ୱରେ ଏବେ ଚାଉଳ ସଂକଟ ଦେଖା ଦେଇଛି । ଦୁନିଆ ବ୍ୟାପୀ ଚଳିତ ବର୍ଷ କମ୍ ଚାଉଳ ଉତ୍ପାଦିତ ହୋଇଥିବା ବେଳେ ଭାରତ ଚାଉଳ ରପ୍ତାନୀ ଉପରେ ରୋକ୍ ଲଗାଇଛି । ଫିଚ୍ ସଲ୍ୟୁସନର ରିପୋର୍ଟ ଅନୁସାରେ, ବିଶ୍ୱବ୍ୟାପୀ କମିଛି ଚାଉଳର…

ଅଭିମାନ କଲେ ଅରୁଣ, କହିଲେ ଚାଷୀ ଓ ଚାଉଳ କଥା କହିବାକୁ ଗୃହରେ ସୁଯୋଗ ମିଳୁନି

ଭୁବନେଶ୍ୱର : ପୁଣିଥିରେ ଫେରିଛି ଚାଉଳ ରାଜିନୀତି ! ବିଧାନସଭାର ଶୂନ୍ୟକାଳରେ ମଙ୍ଗଳବାର କେନ୍ଦ୍ର ଚାଉଳ କାଟିବା ପ୍ରସଙ୍ଗରେ ବ୍ୟାନର ଧରି ପ୍ରତିବାଦ କରିଥିଲେ ବିଜେଡି ବିଧାୟକ । ଏହାପରେ ଗଣମାଧ୍ୟମରେ ବଡ଼ ଅଭିମାନଭରା କଣ୍ଠରେ ବିଜେଡି ବିଧାୟକ ଅରୁଣ ସାହୁ ବିରୋଧୀଙ୍କୁ ସମାଲୋଚନା କରିଥିଲେ,…

ଗ୍ୟାସ୍ ଦର ବଢ଼ାଇ ପିଏମ୍ ମୋଦି ଚାହୁଁଛନ୍ତି କି ଲୋକେ ଚାଉଳ ନ ରାନ୍ଧି କଞ୍ଚା ଖାଆନ୍ତୁ ? :ବିଜେଡି

ଭୁବନେଶ୍ୱର: ଓଡ଼ିଶା ତଥା ଦେଶର ମା’ ଭଉଣୀଙ୍କ ଆଖିରୁ ଚୂଲି ଧୂଆଁ ବାଜି ଯେଭଳି ଲୁହ ନବାହାରିବ ସେଥିପାଇଁ କେନ୍ଦ୍ର ସରକାର ଉଜ୍ୱଳା ଯୋଜନାରେ ରିହାତି ଦରରେ ରନ୍ଧନ ଗ୍ୟାସ ସିଲିଣ୍ଡର ଯୋଗାଣ ଯୋଜନା କରିଥିଲେ । ହେଲେ ଏଲପିଜି ରନ୍ଧନ ଗ୍ୟାସର ଦର ଦ୍ରୁତ ଗତିରେ ବୃଦ୍ଧି କେବଳ ଓଡ଼ିଶାର ମାଆ ଏବଂ…

ଚାଉଳ ରାଜନୀତିର ହେବ କି ଅନ୍ତ ?

ଭୁବନେଶ୍ୱର: ଦୀର୍ଘ ବର୍ଷ ଧରି ରାଜ୍ୟ ରାଜନୀତିରେ ଚାଉଳ ଏକ ବିଶେଷ ରାଜନୈତିକ ପ୍ରସଙ୍ଗ ହୋଇ ରହି ଆସିଛି। ଲୋକଙ୍କୁ ଦୁଇ ଟଙ୍କିଆ ଚାଉଳ ଦେବା କିମ୍ବା ଚାଉଳ ଦେବାର ଶ୍ରେୟ ନେବା ପ୍ରସଙ୍ଗ ହେଉ ଏହାକୁ ନେଇ ବିଜେଡି ବିଜେପି ମଧ୍ୟରେ ଲଢେଇ ସବୁବେଳେ ହୁଏ। ଏପରିକି ନିର୍ବାଚନ ଆସିଲେ ଚାଉଳକୁ ନେଇ…

ଆପଣ ଅଧିକ ଭାତ ଖାଉଛନ୍ତି କି ! ଶରୀର ଉପରେ ପଡ଼ିପାରେ କୁପ୍ରଭାବ ଜାଣନ୍ତୁ…..

ଓଡ଼ିଶା ସମ୍ବାଦ ବ୍ୟୁରୋ : ଭାତ ବିନା ଆମର ଖାଦ୍ୟ ଅସମ୍ପୂର୍ଣ୍ଣ  । ଭାତ ନ ଖାଇଲେ ଆମର ଦିନ ଭଲରେ କଟିନଥାଏ ବୋଲି ଆମେ ଭାବିଥାଉ  । ସାଧାରଣତଃ ପ୍ରତ୍ୟେକ ଘରେ ଭାତ, ଡାଲି, ତରକାରୀ,ରୁଟିକୁ ସମ୍ପୂର୍ଣ୍ଣ ଭୋଜନ ବୋଲି କୁହାଯାଇଥାଏ । କିଛି ଲୋକେ ରୁଟି ଖାଇବାକୁ ପସନ୍ଦ କରନ୍ତି ତ କିଛି ଭାତ…

ଧାନ କୁଇଣ୍ଟାଲ ପ୍ରତି ୧୦୦ ଟଙ୍କା ବୃଦ୍ଧି ଓଡିଶା ଚାଷୀଙ୍କ ପ୍ରତି ଉପହାସ: ବିଜେଡି

ଭୁବନେଶ୍ୱର, : କେନ୍ଦ୍ର ସରକାର ଗତକାଲି ବିଭିନ୍ନ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଥିଲେ ।  ସାଧାରଣ ଏବଂ ଏ ଗ୍ରେଡ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) କ୍ୟୁଣ୍ଟାଲ ପିଛା ୧୦୦ ଟଙ୍କାକୁ ବୃଦ୍ଧି କରିଥିଲେ କେନ୍ଦ୍ର ସରକାର । ଏହି ବୃଦ୍ଧିକୁ ବିଜେଡି ପକ୍ଷରୁ ନାପସନ୍ଦ…

୮୯ ବର୍ଷ ବୟସ ପର୍ଯ୍ୟନ୍ତ ଖାଇନଥିଲେ ଭାତ, ଆଉ ତା ପରେ…

କେରଳ: ଭାରତର ଅଧିକାଂଶ ପ୍ରାନ୍ତରେ ଭାତ ହେଉଛି ପ୍ରମୁଖ ଖାଦ୍ୟ । କିଛି ଲୋକ ଭାତକୁ ପ୍ରମୁଖ କିମ୍ବା ଆଂଶିକ ମାତ୍ରାରେ ଖାଦ୍ୟ ରୂପେ ଗ୍ରହଣ କରିବାକୁ ପସନ୍ଦ କରିଥାନ୍ତି । ସେହିଭଳି କେରଳରେ ଦିନକୁ ତିନିଥର ଭାତକୁ ଖାଦ୍ୟ ରୂପେ ଲୋକେ ଗ୍ରହଣ କରିଥାନ୍ତି । ହେଲେ କେରଳ ଭଳି ରାଜ୍ୟରେ ଜଣେ…