ଦେଶର ୪୫ଟି ସ୍ଥାନରେ ବିକଶିତ ହେଉଛି ଜଳମାର୍ଗ ପରିବହନ ସେବା
ନୂଆଦିଲ୍ଲୀ: କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲ ରାଜ୍ୟସଭାରେ ଏକ ଲିଖିତ ଉତ୍ତର ଦେଇ କହିଛନ୍ତି ଯେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ ରୋ-ରୋ/ରୋ-ପେକ୍ସ ଫେରୀ ପରିବହନ ସେବାକୁ ପ୍ରୋତ୍ସାହନ ଦେଉଛି । ଏହି ଜଳ…