ଦୁର୍ଘଟଣା ନେଲା ଦମ୍ପତିଙ୍କ ଜୀବନ, ୩ ଜଣ ଗୁରୁତର
ବୌଦ୍ଧ: ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ପିଟି ହେଲା କାର୍ । ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ହୋଇଛନ୍ତି । ଗୁରୁତର ହୋଇଛନ୍ତି ଆଉ ୩ ଜଣ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ସ୍ୱାମୀ-ସ୍ତ୍ରୀ…