Latest Odisha News

BREAKING NEWS

Browsing Tag

Road accident

ଟ୍ରକକୁ ପିଟିଲା ବାଇକ୍, ୨ ବାଇକ୍‌ ଆାରୋହୀ ମୃତ

ସୁବର୍ଣ୍ଣପୁର : ପାଣିସିଆଲି ଛକ ନିକଟରେ ବଡ଼ ଅଘଟଣ । ରାସ୍ତା କଡରେ ଛିଡା ହୋଇଥିବା ଟ୍ରକକୁ ପିଟିଲା ବାଇକ୍ l ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି  l ମୃତକ ଦୁଇଜଣ ହେଲେ ବାବୁପାଲି ଗାଁର ସରୋଜ ଭୋଇ ଏବଂ ଅଏଁଲାପାଲି ଗାଁର ଟୁନା ଷାଣ୍ଡ । ଉଭୟ ସ୍ଥାନୀୟ ଏକ ଗୋଦାମରେ ଶ୍ରମିକ…

ରାସ୍ତାରେ ଶୋଇଥିବା ଲୋକଙ୍କ ଉପରେ ମାଡ଼ିଗଲା ଟ୍ରକ, ୪ ମୃତ

ନୂଆଦିଲ୍ଲୀ: ରାସ୍ତାରେ ଶୋଇଥିବା ଲୋକଙ୍କ ଉପରେ ଚଢ଼ିଗଲା ଦ୍ରୁତଗାମୀ ଟ୍ରକ। ମଙ୍ଗଳବାର ବିଳମ୍ବିତ ରାତିରେ ଦିଲ୍ଲୀର ସୀମାପୁରୀରେ ଘଟିଥିବା ଏହି ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ରାତି ପ୍ରାୟ ୨.୧୫ ରେ ଡିଟିସି ଡିପୋ ରେଡଲାଇଟ ନିକଟରେ ଥିବା ଡିଭାଇଡରରେ କିଛି…

କମ୍ପାନୀରୁ ଶ୍ରମିକଙ୍କୁ ନେଇ ଫେରିବା ବେଳେ ବସକୁ ପିଟିଲା ହାଇୱା, ୩ ମୃତ

ଝାରସୁଗୁଡ଼ା: ବସକୁ ପିଟିଲା ହାଇୱା । ୩ ଜଣଙ୍କ ମୃତ୍ୟୁ । ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେରେ ଜେଏସଡବ୍ଲୁର ଶ୍ରମିକଙ୍କୁ ନେଇ ଫେରୁଥିବା ବସକୁ ହାଇୱା ଧକ୍କା ଦେବା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ରୁ ୨୦ ଜଣ ଆହତ ହୋଇଛନ୍ତି । ତେବେ କିଭଳି ପରିସ୍ଥିତିରେ ଦୁର୍ଘଟଣା…

ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍, ୫ ଜଣଙ୍କ ମୃତ୍ୟୁ

କାମାକ୍ଷାନଗର: ଛାତି ଥରା ଦୁର୍ଘଟଣା । ଚାଲିଗଲା ୫ ଜଣଙ୍କ ଜୀବନ । ପେଟ ପୋଷିବା ଆଶାରେ ସକାଳୁ ଅଟୋରେ ସମସ୍ତେ ଘରୁ ବାହାରି ଥିଲେ । ଭୋରର ଝାପସା ଆଲୁଅରେ ଅଟୋ ଆଗକୁ ମାଡ଼ି ଚାଲିଥିଲା । ହେଲେ କିଏ ଜାଣିଥିଲା ଏମିତି ହେବ ବୋଲି । ସାମ୍ନାରୁ ଆସୁଥିବା ଏକ କୋଇଲା ବୋଝେଇ କାଳରୂପୀ ଟ୍ରକ୍ ଅଟୋକୁ…

ସଡ଼କ ଦୁର୍ଘଟଣା ଚିନ୍ତା: ସର୍ଭେ ପାଇଁ ଓଡ଼ିଶା ଆସିବ ଜାତୀୟ ବିଶେଷଜ୍ଞ ଟିମ୍

ଭୁବନେଶ୍ୱର: ଦିନକୁ ଦିନ ସଡ଼କ ଦୁର୍ଘଟଣା ସଂଖ୍ୟା ବଢୁଛି । ସଡ଼କ ଦୁର୍ଘଟଣା ନେଇ ରାଜ୍ୟର ଚାରିଟି ପ୍ରମୁଖ ସହରରେ ସର୍ଭେ ହେବ । କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ସହରରେ ସର୍ଭେ କରିବେ ଜାତୀୟ ବିଶେଷଜ୍ଞ ଟିମ୍ । ସେମାନେ ଟ୍ରାଫିକ୍ ନିୟମ ପାଳନ କେତେ କଡ଼ାକଡ଼ି ହେଉଛି ତାର ତଦାରଖ…

ଅଧା ରାସ୍ତାରେ ଦୁର୍ଘଟଣା, ଅଧୁରା ରହିଗଲା ଗୁପ୍ତେଶ୍ୱର ଦର୍ଶନ

ଜୟପୁର: ବୋଧ ହୁଏ ଭାଗ୍ୟରେ ନଥିଲା ଗୁପ୍ତେଶ୍ୱର ଦର୍ଶନ । ରାସ୍ତା ମଝିରେ ବାଟ ହୁଡିଥିଲେ ଯମ । ଫେଲ୍ ମାରିଥିଲା ବ୍ରେକ୍‌, ହେଲେ ପାସ୍ କରିଥିଲା ମୃତ୍ୟୁର ଫର୍ମାନ୍ । ଗୁପ୍ତେଶ୍ୱର ଦର୍ଶନ କରିବାକୁ ଘରୁ ବାହାରିଥିବା କିଛି ଲୋକ ଅଧା ରାସ୍ତାରେ ଦୁର୍ଘଟଣାର ଶିକାର ହେବା ପରେ ଶୋକର ବାତାବରଣ…

ରୋଗୀ ନେଇ ବାଲେଶ୍ୱରରୁ କଟକ ଆସୁଥିବା ବେଳେ ଦୁର୍ଘଟଣା : ୩ ମୃତ,୨ ଗୁରୁତର

ଯାଜପୁର : ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ରୋଗୀ, ଆମ୍ବୁଲାନ୍ସ ଡ୍ରାଇଭର ଓ ସହଯୋଗୀ ଜୀବନ ହରାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଏନ୍ଏଚ୍ ୧୬ ଯାଜପୁର ବଡ଼ଚଣା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ଏକ ଟ୍ରକକୁ ପଛପଟୁ ଧକ୍କା…

ଦୁର୍ଘଟଣା ପରେ ଲଙ୍କାକାଣ୍ଡ

ସମ୍ୱଲପୁର: ସମ୍ବଲପୁର ଜିଲ୍ଲା ଜାତୀୟ ରାଜପଥର ୫୩ରେ ସର୍ଲାପାଲି ଛକ ନିକଟରେ ଦୁର୍ଘଟଣା । ମର୍ଣ୍ଣିଂୱାକରେ ଯିବା ବେଳେ ବରିଷ୍ଠ ଆଇନଜିବୀଙ୍କ ଉପରେ ଅଙ୍ଗୁର ବୋଝେଇ ଟ୍ରକ୍‌ ମାଡ଼ି ଗଲା । ମୃତକଙ୍କ ନାଁ ଉମେଶ ଚନ୍ଦ୍ର ପ୍ରଧାନ ଓ ଘର ସାକ୍ଷୀପଡ଼ାରେ । ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଡ୍ରାଇଭର…

ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ବାପା ଓ ଝିଅ ସମେତ ୫ ମୃତ

ସୋନପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୋଲେରୋକୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ୩ ଜଣଙ୍କର ଜୀବନ ଯାଇଛି । ଗତକାଲି ରାତିରେ ସୋନପୁର ନିକଟ ମହାନଦୀ ବ୍ରିଜ ଉପରେ ଏହି ଦୁର୍ଘଟଣା ଘଟିଛି । ଆଉ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏକ ବରଯାତ୍ରୀ ଦଳ ବୋଲେରୋରେ ଫେରିବା ବେଳେ ବ୍ରିଜ ଉପରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ୩ ପୋଲିସ୍ ମୃତ

ବିହାର: ବିହାରର ପାଟନାରେ ବଡ଼ ଧରଣର ସଡ଼କ ଦୁର୍ଘଟଣା । ମଙ୍ଗଳବାର ଦିନ ସକାଳୁ ଡ଼କ ଦୁର୍ଘଟଣାରେ ତିନି ଜଣ ପୋଲିସ୍ କର୍ମୀଙ୍କର ମୃତ୍ୟୁ ହୋଇଯାଇଛି । ଏହା ସହିତ ଦୁଇ ଜଣ ଆହତ ମଧ୍ୟ ହୋଇଛନ୍ତି । ହାଇୱା  ନିୟନ୍ତ୍ରଣ ହରାଇ ପାଟ୍ରୋଲିଂ କରୁଥିବା ଏକ ପୋଲିସ୍ ଜିପ୍ ଉପରେ ଚଢ଼ିଯାଇଥିଲା । ଯାହାଫଳରେ…