Latest Odisha News

BREAKING NEWS

Browsing Tag

Road block

ବିଏମସିର ବାୟୋ ମାଇନିଂ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଦାରୁଠେଙ୍ଗ ବିଏମସିର କାର୍ଯ୍ୟକୁ ବିରୋଧ କରି ଧାରଣା ଓ ରାସ୍ତାରୋକ । ସ୍ଥାନୀୟ ସରପଞ୍ଚଙ୍କ ସହ ଶତାଧିକ ଲୋକ ଚନ୍ଦକା-ପିତାପଲୀ ରାସ୍ତା ଅବରୋଧ କରିଥିଲେ । ଭୁବନେଶ୍ୱର ମହାନଗର ନିଗମ ବିରୋଧରେ ସମସ୍ତେ ନାରା ଦେଇଥିଲେ । କହିଥିଲେ, ଗ୍ରାମବାସୀଙ୍କୁ ନ ଜଣାଇ…

୭୫ ବର୍ଷ ହେଲାଣି ଟ୍ରାଫିକ ଜାମ୍‌

ନୂଆଦିଲ୍ଲୀ : ଦୁନିଆରେ ଏଭଳି କିଛି ସ୍ଥାନ ରହିଛି ଯେଉଁ ସ୍ଥାନ ବିଷୟରେ ଆମେ ଅଜଣା । ଏପରି ଅନେକ ସ୍ଥାନ ଅଛି ଯାହା ବିଶେଷ କଥା ପାଇଁ ପ୍ରସିଦ୍ଧ ଥାଏ । ସେହି ସ୍ଥାନକୁ ଲୋକମାନେ ଦେଖିବାକୁ ବହୁତ ଆଗ୍ରହ ପ୍ରକାଶ ମଧ୍ୟ କରିଥାଆନ୍ତି । ତେବେ ଆସନ୍ତୁ ଜାଣିବା ସେହି ସ୍ଥାନ ବିଷୟରେ ..…

[ଦେଖନ୍ତୁ ଭିଡିଓ] ଶ୍ରମିକଙ୍କୁ ଆକ୍ରମଣର ପ୍ରତିବାଦ : କାର୍ଯ୍ୟାନୁଷ୍ଠାନ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଭଦ୍ରକ : ଶ୍ରମିକଙ୍କୁ ଆକ୍ରମଣର ପ୍ରତିବାଦ। ଏହ।ର ପ୍ରତିବାଦ କରିବା ସହିତ ରାଜରାସ୍ତାରେ ଟାୟାର ଜାଳି ବସିଛନ୍ତି ଲୋକେ । ଭଦ୍ରକରେ ଘଟିଛି ଘଟଣା। ଭଦ୍ରକ ରାନ୍ଧିଆରେ ଥିବା ବେଦାନ୍ତ ପାୱାର ପ୍ଲାଣ୍ଟର କିଛି ଶ୍ରମିକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଥିଲା। ବେଦାନ୍ତରେ କାର୍ଯ୍ୟରତ…

ମୃତଦେହ ରଖି ରାସ୍ତାରୋକ, ବାରିପଦା-ଉଦଳା ରାସ୍ତାରେ ଗାଡ଼ି ଚଳାଚଳ ଠପ୍

ବାରିପଦା: ମୃତଦେହ ରଖି ରାସ୍ତା ଅବରୋଧ । ରୋଗୀ ମୃତ୍ୟୁର ପ୍ରତିବାଦ । କ୍ଷତିପୂରଣ ଦାବିରେ ବାରିପଦା-ଉଦଳା ରାସ୍ତାକୁ ଗତକାଲି ରାତିରୁ ଅବରୋଧ କରିଛନ୍ତି ଉତ୍ୟକ୍ତ ଲୋକ । ଫଳରେ ଏହି ରାସ୍ତାରେ ଠପ୍ ହୋଇଛି ଗାଡ଼ିମୋଟର ଚଳାଚଳ । ଅଭିଯୋଗ ହୋଇଛି, ଗତ ୩ ତାରିଖରେ ବାରିପଦା ମେଡିକାଲ କଲେଜ ଓ…

ଦାବି ଶୁଣିଲାନି ପ୍ରଶାସନ, ୧୪୯ ନମ୍ୱର ଜାତୀୟ ରାଜପଥ ବନ୍ଦ କଲେ ଗାଁ ଲୋକ

ଢେଙ୍କାନାଳ: ବାରମ୍ବାର ଗୁହାରି ସତ୍ତ୍ୱେ ଦାବି ଶୁଣାଲାନି ପ୍ରଶାସନ । ସମସ୍ୟାର ସମାଧାନ ନହେବାରୁ ରାଜରାସ୍ତାକୁ ଓହ୍ଲାଇଲେ ଗାଁ ଲୋକ । ଜାତୀୟ ରାଜପଥ ଅବରୋଧ କଲେ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଭେଜିଆ ଗାଁ ଛକ ନିକଟରେ ୧୪୯ ନମ୍ୱର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ବିରିବୋଲେଇ…

ହାତୀ ଆକ୍ରମଣରେ ଯୁବକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକ

ଢେଙ୍କାନାଳ: ଗତ କିଛି ଦିନ ହେବ ଢେଙ୍କାନାଳ ଜିଲ୍ଲାରେ ହାତୀ ଆତଙ୍କ ଖେଳାଇଛି । ଗୋବିନ୍ଦପୁରରେ ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏହାପରେ ତାତିଛନ୍ତି ଉତ୍ୟକ୍ତ ଲୋକ । ହୀତା ଘଉଡ଼ାଇବା ଓ ଲୋକଙ୍କ ସୁରକ୍ଷା ଦାବିରେ ଗୋବିନ୍ଦପୁର ନିକଟରେ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ…

ତାତିଲେ ଜନତା: ବାଲିଗୁଡ଼ାରେ ପୋଲିସ ଲାଠି ଚାର୍ଜ ବିରୋଧରେ ରାସ୍ତାରୋକ

ଫୁଲବଣୀ: ପୋଲିସର ଲାଠି ଚାର୍ଜକୁ ବିରୋଧ । ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲେ ଉତ୍ୟକ୍ତ ଲୋକ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ବିରୋଧରେ ରାସ୍ତାରୋକ କରିଛନ୍ତି ଦଣ୍ଡପଦର ଗାଁ ଲୋକ । ପଥର ପକାଇ ରାସ୍ତା ଉପରେ ଟାୟାର ଜାଳି 59ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ଏହି…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ରାସ୍ତା ଅବରୋଧ

ଯାଜପୁର: ଯାଜପୁର ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣାକୁ ନେଇ ଚାପା…