ଯାତ୍ରୀବାହୀ ଯାନ ଲାଗି ୩ ମାସର ‘ରୋଡ୍ ଟ୍ୟାକ୍ସ’ ଛାଡ଼ କଲେ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର କରୋନା ମହାମାରୀ ଲାଗି ଯାତ୍ରୀବାହୀ ଯାନ ଲାଗି ୩ ମାସର ରୋଡ଼ ଟ୍ୟାକ୍ସ ଛାଡ଼ କରିଛନ୍ତି, ଏସମ୍ପର୍କରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଘୋଷଣା ହୋଇଛି ।
ଅଧିକ ପଢନ୍ତୁ - କ୍ୟାବିନେଟ୍ ଅନୁମୋଦନ: ସମ୍ମାନିତ ହେବେ ‘କରୋନା ଯୋଦ୍ଧା’, ଗ୍ରାମାଞ୍ଚଳ ଜୀବିକା…