Latest Odisha News

BREAKING NEWS

Browsing Tag

Road

ମାଲକାନଗିରି ଜିଲ୍ଲାରେ ୨୧ଟି ରାସ୍ତା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୧୫୮ କୋଟି

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାରେ ସୁଦୃଢ଼ ହେବ ଯୋଗାଯୋଗ ଭିତ୍ତିଭୂମି । ଜିଲ୍ଲାରେ ୧୫୮ କୋଟି ଟଙ୍କା ବ୍ୟୟରେ ୨୧ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମ୍ୟ ଉନ୍ନୟନ ବିଭାଗ ମାଧ୍ୟମରେ ମାଲକାନଗିରି ଜିଲ୍ଲାରେ ୨୧ଟି ପ୍ରକଳ୍ପରେ ୧୭୨.୫୩…

ଚୀନ୍‌ ପାଇଁ ୧୩୫ କିଲୋମିଟର ରାସ୍ତା ପ୍ରସ୍ତୁତ କଲା ଭାରତ

ନୂଆଦିଲ୍ଲୀ : ଭାରତୀୟ ସୀମା ପ୍ରତି ଚୀନ୍‌ର ମନୋଭାବ କେବେ ବିଶ୍ୱାସଯୋଗ୍ୟ ନୁହେଁ। ସମୟ ସମୟରେ ଚୀନ୍ ଏପରି କାର୍ଯ୍ୟ କରିଥାଏ, ଯାହା ନିଜକୁ ଭୁଲ ବୋଲି ପ୍ରମାଣ କରିଥାଏ  । ହେଲେ ଗତ କିଛି ବର୍ଷ ମଧ୍ୟରେ ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଚୀନ୍‌କୁ ଅନେକ ଥର ପଛକୁ ଫେରାଇ ଆଣିବା ପାଇଁ କାର୍ଯ୍ୟ…

କୋଇଲା ବୋଝେଇ ଟ୍ରକ୍ ପଛରୁ ପିଟିଲା ସ୍କୁଟି, ୨ ମୃତ ଜଣେ ଗୁରୁତର

ଯାଜପୁର: ଟମକା ଥାନା ଅନ୍ତର୍ଗତ ଫୁଲଝର ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇଜଣ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି l ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଏକ ସ୍କୁଟିରେ ୩ ଜଣ ଯୁବକ ଟମକା ଆଡକୁ ଯାଉଥିଲେ ସେହି ରାସ୍ତା ପାର୍ଶ୍ବରେ…

ବସ ଚକା ତଳେ ଚାଲିଗଲା ବୃଦ୍ଧଙ୍କ ଜୀବନ, ଘଟଣାସ୍ଥଳରେ ଚାପା ଉତ୍ତେଜନା 

ପୁରୀ : ମାଳତୀପାଟପୁର ନିକଟ ଅଗ୍ନି ଢାବା ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି  । ମୃତକ ହେଉଛନ୍ତି ପୁରୀ ସର୍ବୋଦୟ ନଗରର ପ୍ରଭାକର ମିଶ୍ର  । ସୂଚନା ଅନୁଯାୟୀ, ଆଜି ଦିନ ୧.୩୦ ସମୟରେ ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଥିଲା  । ତେବେ ଜାତୀୟ…

୩୦ ଫୁଟର ରାସ୍ତା ନଥିଲେ ଘର କରିବାକୁ ମିଳିବନି ଅନୁମତି

ଭୁବନେଶ୍ୱର: ୨୦୧୭ ପରେ ସହରାଞ୍ଚଳରେ ଆପଣ ଜମି କିଣିଛନ୍ତି କି ? ଯଦି ହଁ ତାହେଲେ ଆପଣ ଘର କରି ପାରିବେ ନାହିଁ । ଯଦି ଘର କରିବା କଥା ଭାବୁଛନ୍ତି ତା ହେଲେ ପ୍ରଥମେ ଜାଗା ଆଗରେ ୩୦ ଫୁଟର ରାସ୍ତା ଅଛି କି ନାହିଁ ଦେଖି ନିଅନ୍ତୁ । ଯଦି ଅଛି ତାହେଲେ ବିଲ୍ଡିଂ ପ୍ଲାନକୁ ଅନୁମତି ମିଳିବ ।…

କଂକ୍ରିଟ ରାସ୍ତା କାମ ନକରି ଟଙ୍କା ଆତ୍ମସାତ କଲେ ଠିକାଦାର ଓ ବିଭାଗୀୟ ଅଧିକାରୀ

ନୂଆପଡ଼ା : ଗୋଡ଼ଧୁଆପଦର ଗାଁରେ କଂକ୍ରିଟ ରାସ୍ତା କାମ ନକରି ଟଙ୍କା ହଡ଼ପ କଲେ ଠିକାଦାର ଓ ବିଭାଗୀୟ ଅଧିକାରୀ । ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକର ଗୋଡ଼ଧୁଆପଦର ହେଉଛି ଏକ ଆଦିବାସୀ ବହୁଳ ଗାଁ । ଏହି ଗାଁକୁ ସହର ସହ ସଂଯୋଗ କରିବା ପାଇଁ ୨୦୧୫ ମସିହା ରେ ପ୍ରଧାନମନ୍ତ୍ରୀ ସଡକ ଯୋଜନା ରେ…

ଗାଡି ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ-ଜିରାଳ ପୂର୍ତ୍ତ ବିଭାଗ ରାସ୍ତାର ଦାନପଶି ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଘଟଘଟିଆ ଗାଁର ମୋହନ ନାୟକ । ମୋହନ ନିଜ ବାଇକ ଯୋଗେ କାମାକ୍ଷାନଗର ଯାଉଥିବା ବେଳେ…

ଲଗାଣ ବର୍ଷାରେ ଧସିଲା ସାମନବାଡ଼ି ପୋଲ ରାସ୍ତା

ବାଲିଗୁଡ଼ା: ବନ୍ୟା ପରେ ପୁଣି ଲଘୁଚାପ ଜନିତ ଲଗାଣ ବର୍ଷା ଆରମ୍ଭ ହୋଇଛି । ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସାମନବାଡ଼ି ଗାଁ ନିକଟରେ ଥିବା ସାମନବାଡ଼ି ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି । ଯାହା ଫଳରେ ବର୍ତ୍ତମାନ ସେହି ରାସ୍ତା ଦେଇ ବସ୍ ଚଳାଚଳ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇ ଯାଇଥିବା…