Latest Odisha News

BREAKING NEWS

Browsing Tag

Robbery

୨୦ ଟଙ୍କା ଲୋଭ ଦେଖାଇ ଆଖି ପିଛୁଳାକେ ଲୁଟିନେଲେ ୧୦ ଲକ୍ଷ, ଭିଡିଓ ଭାଇରାଲ୍

ବିଶାଖାପାଟଣା: ଦିନ ଦ୍ୱିପ୍ରହରରେ ଆଖି ପିଛୁଳାକେ ୨୦ ଟଙ୍କା ତଳେ ପକାଇ ଦେଇ ଲୁଟି ନେଲେ ୧୦ ଲକ୍ଷ ଟଙ୍କା । ଏଭଳି ଘଟଣା ଘଟିଛି ଆନ୍ଧ୍ରପ୍ରଦେଶର ଗୁଣ୍ଟୁର । ଯାହାର ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । https://twitter.com/i/status/1680434618250698752…

ଶିଶୁ ମୁଣ୍ଡରେ ବନ୍ଧୁକ ରଖି ଘରୁ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର ଲୁଟିନେଲେ ଡକାୟତ

ନୂଆପଡ଼ା: ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ଖୁଦପେଜ ଗାଁରେ ବଡ଼ ଧରଣର ଡକାୟତି ହୋଇଛି । ଗାଁର ସୁନ୍ଦର ସୁନ୍ଦରଶ୍ୟାମ ଶତପଥୀଙ୍କ ଘରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୯ଟାରେ ସଶସ୍ତ୍ର ଡକାୟତି ହୋଇଛି । ମୁଖା ପିନ୍ଧା ସଶସ୍ତ୍ର ଡକାୟତ ଘରେ ପଶି ପରିବାର ସଦସ୍ୟଙ୍କ ହାତଗୋଡ଼ ବାନ୍ଧି ଅତର୍କିତ…

ରାତି ଅଧରେ ପଞ୍ଚାୟତ ଅଫିସରୁ ଚୋରି କରୁଥିଲେ ପିଡିଏସ୍ ଚାଉଳ, ମାଡ଼ି ବସିଲେ ଗାଁ ଲୋକ

ସୋନପୁର: ଗରିବ ଗୁରୁବାଙ୍କୁ ବାଣ୍ଟିବା ପାଇଁ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଚାଉଳ ଯୋଗାଇ ଦେଉଛନ୍ତି । ଆଉ ଉକ୍ତ ଚାଉଳକୁ ଚୋରି କରୁଥିବା ବେଳେ ସରପଞ୍ଚ ଓ ଗ୍ରାମବାସୀଙ୍କ ହାତରେ ୨ ଜଣ ଧରା ପଡ଼ିଛନ୍ତି । ଏଭଳି ଘଟଣା ଘଟିଛି ସୋନପୁର ଜିଲ୍ଲା ତରଭା ଥାନା ପାଇକବାହାଲ ପଞ୍ଚାୟତରେ ।…

ଡକାୟତି ଓ ଦାଦାବଟି ଆଦାୟ ମାମଲାରେ ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: ପୁରୀ ପୋଲିସକୁ ବଡ଼ ଧରଣର ସଫଳତା ମିଳିଛି । ପୁରୀର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି ଓ ଦାଦାବାଟି ଆଦାୟ ଅଭିଯୋଗରେ ସୋମବାର ପୁରୀ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସିଟି ଡିଏସପି କେ.କେ ହରିପ୍ରସାଦ ସୂଚନା ଦେଇଛନ୍ତି । ପୁରୀ ଟାଉନ୍ ଥାନା…

୨ ଲକ୍ଷ ଟଙ୍କା ସହ ଲୁଟେରାକୁ ଗିରଫ କଲା ବୌଦ୍ଧ ପୁଲିସ

ବୌଦ୍ଧ : ବୌଦ୍ଧ ସହରରେ ବାଇକ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ହେଉଥିବାର ଅନେକ ଅଭିଯୋଗ ଆସୁଥିଲା । ଲୁଟେରାମାନେ ଟଙ୍କା ନେଇ ଫେରାର ହୋଇଯାଉଥିବା ବେଳେ,  ପୁଲିସ ଲୁଟେରାଙ୍କ ସଂପର୍କରେ କୌଣସି ଟେର ପାଇପାରୁନଥିଲା । କ୍ଷତିଗ୍ରସ୍ତ ଲୋକ ବାରମ୍ବାର ଥାନାକୁ ଯାଇ ଏହିଭଳି  ଟଙ୍କା ଲୁଟ୍‌ ଘଟଣାର…

ଡକାୟତି ଯୋଜନା କରୁଥିବା ବେଳେ ମାଡିବସିଲା ପୋଲିସ

ଭୁବନେଶ୍ୱର: ଡକାୟତି ଯୋଜନା କରୁଥିବା ବେଳେ ମାଡିବସିଲା ପୋଲିସ।  ଡ଼କାୟତି ଯୋଜନା କୁ ବିଫଳ  କରିବା ସହିତ ୫ ଜଣିଆ ଡ଼କାୟତି ଗ୍ୟାଙ୍ଗକୁ ଗିରଫ କରିଛି ପାହାଳ ପୋଲିସ । ପାହାଳ ନିକଟ ଅଟଳା ଗାଁ ନିକଟରେ ଥିବା ଏକ ନିର୍ମାଣାଧୀନ ବ୍ରିଜ୍ ଉପରେ ସଶସ୍ତ୍ର ଡ଼କାୟତି ନିମନ୍ତେ ଯୋଜନା କରୁଥିବା ନେଇ…

ସାଂସଦଙ୍କ ବାସଭବନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ଅନୁଗୁଳ: ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ବାସଭବନରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ସାଂସଦଙ୍କ ପାଲଲହଡ଼ା ଥାନା ପେଣ୍ଡେରାବସା ସ୍ଥିତ ବାସଭବନରୁ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଲା ଭାଙ୍ଗି ଗୋଟିଏ ଏଲସିଡି ଟିଭି ସମେତ ଅନ୍ୟାନ୍ୟ କିଛି ଜିନିଷ ଚୋରି କରି ନେଇଛନ୍ତି ।…