ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି: ପ୍ରଫେସର ଦାଶ
ଭୁବନେଶ୍ୱର: ବର୍ତ୍ତମାନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି ।
ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ…