Latest Odisha News
Browsing Tag

Rome

କ୍ଷୁଧାର୍ତ୍ତ ଓଡ଼ିଶା କେମିତି ଯୋଗାଉଛି ଖାଦ୍ୟ ? ରୋମରେ କହିଲେ ନବୀନ, ଶୁଣିଲା ବିଶ୍ୱ

ଭୁବନେଶ୍ୱର: ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିସଂଘ ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହୋଇଛନ୍ତି । କେମିତି ରାଜ୍ୟରେ ଜୀବନଜୀବିକା ସହ ଖାଦ୍ୟ ଆଇନ୍ ସୁରକ୍ଷା ଦିଗରେ ସରକାର ସଫଳତା ପାଇଛନ୍ତି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ।…

ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରୋମରେ ପହଁଚି ଭ୍ରମଣ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପ୍ରଥମେ  ପିଆଜା ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍କମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ବିଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ବହୁଦିନ ପରେ ବିଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ରୋମ୍ ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ନିଜ ନେତାଙ୍କୁ ନନେଇ ଅଫିସରଙ୍କନେଇ ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ବିଦେଶ ଯାତ୍ରା ଆରମ୍ଭ କରିଛନ୍ତି । ରୋମ ରହଣୀ ସମୟରେ…