ଜାଣନ୍ତୁ, ମହାପ୍ରଭୁଙ୍କ ରୋଷଘରର ଆଶ୍ଚର୍ଯ୍ୟଜନକ କଥା !
(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ)
ମହାପ୍ରଭୁ ଜଗତର ନାଥ ଜଗନ୍ନାଥଙ୍କର ଏ କ୍ଷେତ୍ର ହେଉଚି ଭୋଜନ କ୍ଷେତ୍ର । ଯେତେ ଦେଉଥିବୁ ସେତେ ଖାଉଥିବି ନ ସୁଖିବ ମୋର ହାତ, ଲୋକେ କହୁଥିବେ ଖାଇବା ଠାକୁର ନୀଳାଚଳେ…