Latest Odisha News

BREAKING NEWS

Browsing Tag

Rourkela GST Fraud

ପାନ ଦୋକାନୀ ନାଁରେ ଶହେ କୋଟିର ଜିଏସଟି ଠକେଇ

ରାଉରକେଲା: ପୁଣି ରାଉରକେଲାରୁ ସାମନାକୁ ଆସିଛି ବଡ଼ ଧରଣର ଜିଏସଟି ଠକେଇ। ଜଣେ ପାନ ଦୋକାନୀଙ୍କ ନାଣରେ ଶହେ କୋଟିରୁ ଅଧିକ ଟଙ୍କାର ଜିଏସଟି ଠକେଇ ଅଭିଯୋଗ ଆସିଛି । ରାଉରକେଲା କୋଏଲନଗରର ଜଣେ ପାନ ଦୋକାନୀ କାର୍ତ୍ତିକ କମିଲାଙ୍କୁ ପାଖକୁ ଆସିଛି ୧୦୯ କୋଟି ଟଙ୍କା ଜିଏସଟି ଠକେଇ ନୋଟିସ। ପାନ…

ରାଉରକେଲାରେ ୧୨ କୋଟିର ଜିଏସଟି ଠକେଇ

ରାଉରକେଲା: ଓଡ଼ିଶାରେ ପୁଣି ଥରେ ସାମନାକୁ ଆସିଛି ଏକ ବଡ଼ ଧରଣର ଜିଏସଟି ଠକେଇ । ରାଉରକେଲାରେ ୧୨ କୋଟିରୁ ଅଧିକ ଟଙ୍କାର ଜିଏସଟି ଠକେଇ ନେଇ ଅଭିଯୋଗ ହୋଇଛି । ନିର୍ମାଣ ଶ୍ରମିକଙ୍କ ନାଁରେ ଜାଲ୍ କାଗଜପତ୍ର ଦେଇ ବିଭିନ୍ନ କମ୍ପାନୀ ଖୋଲି ଏହି ଠକେଇ ହୋଇଛି । ଜାଲ୍ ଆକାଉଣ୍ଟ ଅର୍ବାନ…