ରାଉରକେଲାକୁ କୋଭିଡମୁକ୍ତ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉଛି: କମିଶନର
ରାଉରକେଲା: ରାଉରକେଲାରେ କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକୀୟ ସ୍ଥାନରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉଛି।
"ଯେଉଁସବୁ ଅଞ୍ଚଳରେ ଟେଷ୍ଟିଂ ବେଳେ ଅଧିକ ସଂଖ୍ୟାରେ ପଜିଟିଭ୍ କେସ୍ ଆସୁଛି ସେହି ସ୍ଥାନରେ ସଂକ୍ରମଣକୁ ରୋକିବାକୁ ରାଉରକେଲା ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ…