ଓଡିଶା ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ ଓ ବିଜେପି ନେତା ଜେପି ନଡ୍ଡା
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଓ ବିଜେପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଓଡିଶା ଗସ୍ତରେ ଆସୁଛନ୍ତି ।
ଏହି ୨ ନେତା ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ମଣ୍ଡଳ ବୈଠକରେ ଯୋଗ…