ଲାଗୁ ହେଲା କଟକଣା, ନେଗେଟିଭ୍ ରିପୋର୍ଟ ନଥିଲେ କ୍ବାରେଣ୍ଟାଇନ
ଭୁବନେଶ୍ବର : କରୋନା ସଂକ୍ରମଣ ବଢୁଥିବାରୁ ରାଜ୍ୟରେ କଡ଼ାକଡ଼ି ହେଲା କଟକଣା । ରାଜ୍ୟ ବାହାରୁ ଫେରୁଥିବା ଲୋକଙ୍କ ପାଇଁ ଜାରି ହୋଇଛି ନୂଆ ଗାଇଡ୍ ଲାଇନ୍ । ଯଦି କୌଣସି ବ୍ୟକ୍ତି ବାହାର ରାଜ୍ୟରୁ ଓଡ଼ିଶାକୁ ଫେରୁଛନ୍ତି, ତେବେ ସେମାନେ ୭୨ ଘଣ୍ଟା ପୂର୍ବର କୋଭିଡ୍ ଆରଟି-ପିସିଆର୍…