ସବୁ ଜିଲ୍ଲାରେ ହେବ ଆରଟିପିସିଆର ଟେଷ୍ଟ
ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା ସଂକ୍ରମଣ । ସ୍ଥିତିରେ ସୁଧାର ଆସୁଥିବା ବେଳେ, ଏଣିକି ସବୁ ଜିଲ୍ଲାରେ ଆରଟିପିସିଆର ଟେଷ୍ଟ କରାଯିବ । ସାରା ରାଜ୍ୟରେ ଆରଟିପିସିଆର ଲ୍ୟାବ୍ ପ୍ରସ୍ତୁତ ରହିଛି । ଏହାସହ ଅକ୍ସିଜେନ୍ ଲିକ୍ୟୁଇଡ୍ ପ୍ଲାଣ୍ଟ ପ୍ରସ୍ତୁତ ରହିଛି । ତେଣୁ…