Latest Odisha News

BREAKING NEWS

Browsing Tag

Rudra Pratap Maharathy

ପିପିଲି ଭୋଟ୍ ଗଣତି: ତୃତୀୟ ରାଉଣ୍ଡ ସୁଦ୍ଧା ଆଗରେ ବିଜେଡି

ପୁରୀ: ପିପିଲିରେ କିଏ ମାରିବ ବାଜି । ଗଣତି ଜାରି ରହିଛି । ବର୍ତ୍ତମାନ ସୁଦ୍ଧା କାଉଣ୍ଟିଂରେ ଆଗରେ ରହିଛି ବିଜେଡି । ତିନିଟି ରାଉଣ୍ଡ ଗଣତି ଶେଷ ହୋଇଛି । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ୫ହଜାର ୪୪ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି । ତୃତୀୟ ରାଉଣ୍ଡ…

ଭୋଟ୍ ଦେଲେ ରୁଦ୍ର ଓ ମହାରଥୀ ପରିବାର

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆଜି ନିଆଯାଉଛି ଭୋଟ୍ । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଓ ତାଙ୍କ ପରିବାର ସଦସ୍ୟ ଆଜି ଭୋଟ୍ ଦେଇଛନ୍ତି । ରୁଦ୍ରଙ୍କ ସହ ସାଙ୍ଗରେ ବୁଥକୁ ଆସିଥିଲା ତାଙ୍କ ମାଆ, ପତ୍ନୀ, ଉଭଣୀ ଓ ଭିଣୋଇ । ପତ୍ନୀ ଜାଗୃତି ମହାରଥୀ, ମାଆ ପ୍ରତିଭା ମହାରଥୀ, ଭଉଣୀ…

ନବୀନଙ୍କ ହାତରୁ ଟିକେଟ ନେଲେ ରୁଦ୍ର ପ୍ରତାପ ମହାରଥୀ, ସାଙ୍ଗରେ ଥିଲେ ଭଉଣୀ ଓ ଭିଣୋଇ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ଆଜି ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ନବୀନ ନିବାସରେ ତାଙ୍କୁ ଟିକେଟ ହସ୍ତାନ୍ତର କରିଥିଲେ ନବୀନ…

ପିପିଲି ପାଇଁ ବିଜେପି ପରେ ବିଜେଡିର ପ୍ରାର୍ଥୀ ଘୋଷଣା:ରୁଦ୍ର ମହାରଥୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପିପିଲି:ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା । ରୁଦ୍ର ମହାରଥୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ । ମହାରଥୀଙ୍କ ପୁଅଙ୍କ ନାଁରେ ମୋହର ମାରିଛନ୍ତି ନବୀନ । ଏପ୍ରିଲ ୧୭ରେ…