ହର ଘର ତ୍ରିରଙ୍ଗା: ତ୍ରିରଙ୍ଗା ପତାକା ଉଡାଇବାର ନିୟମ
କେନ୍ଦ୍ର ସରକାର ତ୍ରିରଙ୍ଗା ପତାକା ଉଡାଇବାର ନିୟମ ପରିବର୍ତ୍ତନ କରିଛନ୍ତି । ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁସାରେ ସ୍ବାଧୀନତା ଦିବସ ପୂର୍ବରୁ ସମସ୍ତେ ଏବେ ତ୍ରିରଙ୍ଗା ନିଜ ଘରେ ଉଡାଉଛନ୍ତି । ସ୍ୱାଧୀନତାର 75 ବର୍ଷ ପୂରଣ ଅବସରରେ କେନ୍ଦ୍ର ସରକାର ତ୍ରିରଙ୍ଗା ପତାକା ଉଡାଇବା ଅଭିଯାନ…