Latest Odisha News
Browsing Tag

Russia registers worlds first covid vaccine

ଅଗଷ୍ଟ ଶେଷ ସୁଦ୍ଧା ଆସିବ ପ୍ରଥମ ପର୍ଯ୍ୟାୟ ଋଷ ଟୀକା: ରିପୋର୍ଟ

ମସ୍କୋ: ରୁଷିଆ ଆଣିଛି ବିଶ୍ୱର ପ୍ରଥମ କରୋନା ଟୀକା । ଏହାର ପ୍ରଥମ ବ୍ୟାଚ୍ ପ୍ରସ୍ତୁତ କରାଯାଇଛି ବୋଲି ଜାତୀୟ ନ୍ୟୁଜ୍ ଏଜେନ୍ସି ପକ୍ଷରୁ ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, ଅଗଷ୍ଟ ୧୧ ରେ ମସ୍କୋର ଗାମେଲିଆ ପ୍ରତିଷ୍ଠାନ ଦ୍ୱାରା ବିଶ୍ୱର ପ୍ରଥମ କରୋନା ଟୀକା ବିକଶିତ କରାଯାଇଥିବା ଋଷ ଦାବି…

ଆସିଲା ବିଶ୍ୱର ପ୍ରଥମ କରୋନା ଟିକା

ମସ୍କୋ: ଆସିଲା ବିଶ୍ୱର ପ୍ରଥମ କରୋନା ଟିକା । ଏହି ଟିକାକୁ ଆଣିଛି ଋଷ । ଏନେଇ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଘୋଷଣା କରିଛନ୍ତି । ବିଶ୍ୱର ପ୍ରଥମ କରୋନା ଟିକା ଭାବେ ଋଷ ପଂଜୀକରଣ କରିଛି । ଋଷ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏହି ଭ୍ୟାକ୍ସିନକୁ ମଞ୍ଜୁରି ଦେଇଛି । ପୁଟିନଙ୍କ ଝିଅକୁ ବିଶ୍ୱର…