Latest Odisha News

BREAKING NEWS

Browsing Tag

Russia Vaccine

ସ୍ପୁଟନିକ ଟୀକାର ଫେଜ ୩ ପରୀକ୍ଷଣ ଓ ଉତ୍ପାଦନ ପାଇଁ ଭାରତର ସହାୟତା ଲୋଡୁଛି ରୁଷିଆ

ନୂଆଦିଲ୍ଲୀ: ସ୍ପୁଟନିକ୍ ଭି ଟିକା ପ୍ରସ୍ତୁତ କରିବା ଏବଂ ଦେଶରେ ଫେଜ୍-୩ ପରୀକ୍ଷଣ କିମ୍ବା ତତ୍ସମ୍ବନ୍ଧୀୟ ଅଧ୍ୟୟନ ପାଇଁ ରୁଷିଆ ସରକାର ଭାରତର ସହାୟତା ଲୋଡିଛନ୍ତି ବୋଲି ମଙ୍ଗଳବାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ସ୍ପୁଟ୍ନିକ୍ ଭି, ଆଡେନୋଭାଇରସ୍ ଭେକ୍ଟର-ଆଧାରିତ ଟିକା ଯାହା ଗାମାଲିଆ…

ଗୁଡ ନ୍ୟୁଜ୍: ଋଷ ଟିକା ସୁରକ୍ଷିତ, ତିଆରି କରୁଛି ଆଣ୍ଟିବଡି

ମସ୍କୋ: କରୋନା କାଳରେ ପୁଣି ଏକ ଭଲ ଖବର ସାମନାକୁ ଆସିଛି । ମେଡିକାଲ ଜର୍ଣ୍ଣାଲ୍ ଲାନସେଟ୍ ଦେଇଥିବା ଏମିତି ଖବର ସାରା ବିଶ୍ୱକୁ ଆଶ୍ୱସ୍ତି ଆଣି ଦେଇଛି । ରିସର୍ଚ୍ଚରୁ ଜଣା ପଡିଛି ଋଷ ତିଆରି କରିଥିବା କରୋନା ଭ୍ୟାକସିନ୍ ସ୍ପୁଟନିକ୍-V ସୁରକ୍ଷିତ। ଟ୍ରାଏଲରୁ ସଫଳତା ମିଳୁଛି । ଲାନସେଟ୍…

ଦୁଇ ସପ୍ତାହ ଭିତରେ କରୋନା ଟିକାର ଉତ୍ପାଦନ ଆରମ୍ଭ କରିବ ଋଷିଆ

ମସ୍କୋ: ବିଶ୍ୱରେ ପ୍ରଥମ କରୋନା ଟିକା ନେଇ ଘୋଷଣା କରିଛି ଋଷ୍ । ନାଁ ରଖିଛି ସ୍ପୁଟନିକ୍-V । ଆସନ୍ତା ଦୁଇ ସପ୍ତାହ ଭିତରେ ଏହାର ଉତ୍ପାଦନ ଆରମ୍ଭ କରିବ । ଋଷ୍ ସ୍ୱାସ୍ଥ୍ୟମନ୍ତ୍ରୀ ମିଖାଇଲ୍ ମୁରାସ୍କୋ ଏନେଇ ସୂଚନା ଦେଇଛନ୍ତି । ପର୍ଯ୍ୟାପ୍ତ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାପରେ…