ୟୁକ୍ରେନରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ତଦନ୍ତ କରିବ ଋଷ
ଭୁବନେଶ୍ୱର: ୟୁକ୍ରେନ ଉପରେ ଲଗାତାର ଆକ୍ରମଣ ଜାରି ରଖିଛି ଋଷ । ଗତ ମଙ୍ଗଳବାର ୟୁକ୍ରେନର ଦ୍ୱିତୀୟ ସର୍ବବୃହତ ସହର ଖାରଖିଭ ଉପରେ ହୋଇଥିଲା ମିସାଇଲ୍ ମାଡ଼ । ସ୍ଥାନୀୟ ନାଗରିକଙ୍କ ସମେତ ଜଣେ ଭାରତୀୟ ଛାତ୍ର ମଧ୍ୟ ଏଥିରେ ପ୍ରାଣ ହରାଇଥିଲେ । ଏହି ଘଟଣାକୁ ନେଇ ଶେଷରେ ମୁହଁ ଖୋଲିଛି…