କେମିତି ମଲେ ଦୁଇ ରୁଷ ପର୍ଯ୍ୟଟକ ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ
ରାୟଗଡା: ଦୁଇ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଖବରକୁ ନେଇ ପୋଲିସ ଛାନଭିନ କରୁଥିବାବେଳେ ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଏହି ଶବ ବ୍ୟବଚ୍ଛେଦ ରିପୋର୍ଟ କହିବ ମୃତ୍ୟୁର କାରଣ । ଶବ ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ, ଜଣଙ୍କର ହାର୍ଟଆଟାକରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କର…