ଗଳ୍ପ : ରଜ
ସୁନୀତା ପ୍ରଧାନ
ସଜବାଜ
ଲିପି ଏ ଲିପି । ଉଠ ଆଜି ପରା ଦିନରେ ଏତେ ବେଳ ଯାଏଁ ଶୋଇଛୁ। ଆଜି ପରା ପହିଲି ରଜ।ଯା ଉଠେ, ଫ୍ରେସ ହୋଇ ଏ ନୂଆ ଡ୍ରେସ ପିନ୍ଧି ,ମୁଣ୍ଡ କୁଣ୍ଡେଇ,ମୁହଁରେ ଏ ବିନ୍ଦିଟା ଲଗେଇ ପାଦରେ ଅଳତା ଟିକେ ପିନ୍ଧି ସଜ ହୋଇଯା। ମମି କଥା ଶୁଣି ଚମକି ଉଠି ପଡ଼ିଲା ମମି…