Latest Odisha News

BREAKING NEWS

Browsing Tag

sachin pilot

ରାଜସ୍ଥାନରେ କଂଗ୍ରେସକୁ ଖେଳାଉଛନ୍ତି ପାଇଲଟ!

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରାଜସ୍ଥାନରେ ଏବେ ରାଜନୈତିକ ସ୍ଥିତି ଉଷ୍ମ ହେବାରେ ଲାଗିଛି। ଅଶୋକ ଗେହଲଟଙ୍କୁ ଖୋଦ ନିଜ ଦଳର ବିଧାୟକ ଓ ମନ୍ତ୍ରୀ ମାନେ ଟାର୍ଗେଟ କରି ସରକାରର ଅଡୁଆ ବଢ଼ାଇ ଦେଇଛନ୍ତି। ଗୋଟିଏ ପଟେ ପାଇଲଟଙ୍କୁ ଦଳ ଚୁପ କରିବାରେ ସକ୍ଷମ ହୋଇଥିଲେ ମଧ୍ୟ ରାଜ୍ୟରେ ନାରୀ…

ରାଜସ୍ଥାନରେ ‘ହାତ’ ହତିଆର, ଗେହଲଟ ହଟିବେ ନା ପାଇଲଟ କଟିବେ ?

ଭୁବନେଶ୍ୱର: ସମାଧାନ ହେବ କି ରାଜସ୍ଥାନ କଂଗ୍ରେସ କଳି ? ଗେହଲଟ ପାଇଲଟ ବିବାଦରେ ପଡିବ କି ପୂର୍ଣ୍ଣଛେଦ ? ହାଇକମାଣ୍ଡ ଉଭୟଙ୍କ ମଧ୍ୟରେ ସମାଧାନର ରାସ୍ତା ବାହାର କରିପାରିବେ କି ? ଯଦି କିଛି ସମାଧାନ ନ ହୁଏ ତେବେ କଂଗ୍ରେସକୁ କଣ କ୍ଷତି ହେବ। ଆଗକୁ ରାଜସ୍ଥାନ ବିଧାନସଭା ନିର୍ବାଚନ ଥିବାବେଳେ…

ଗେହଲଟଙ୍କ ପ୍ରତିଆକ୍ରମଣ, ଫସିଯିବେ ପାଇଲଟ !

ଭୁବନେଶ୍ୱର: ଗେହଲଟଙ୍କ ବିରୋଧରେ ଲଗାତର ଲଢେଇ ଜାରି ରଖିଥିବା ସଚିନ ପାଇଲଟ ଏବେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ରାଜସ୍ଥାନ ଶିରୋହୀର ବିଧାୟକ ଏବଂ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଘନିଷ୍ଠ କୁହାଯାଉଥିବା ସନ୍ୟମ ଲୋଧା ପାଇଲଟଙ୍କୁ ଟାର୍ଗେଟ କରିଛନ୍ତି। ବିଜେପିର ଦୁର୍ନୀତି ବିରୋଧରେ ରାଜସ୍ଥାନ…

‘ରାଜସ୍ଥାନ ରାଜନୀତି’, ପାଇଲଟଙ୍କୁ ପିସିସି ସଭାପତି ଅଫର !

ଭୁବନେଶ୍ୱର: ରାଜସ୍ଥାନରେ କଂଗ୍ରେସକୁ ପାଇଲଟ ଅଡୁଆ। ମୁଖ୍ୟମନ୍ତ୍ରୀ ପଦ ପାଇଁ ପୂର୍ବରୁ ଲଢେଇ କରି ବିଫଳ ହୋଇଥିବା ପାଇଲଟ ଏବେ ନିର୍ବାଚନ ପୂର୍ବରୁ ଗେହଲଟ ସରକାର ବିରୋଧରେ ଖୋଲାଖୋଲି ବିଦ୍ରୋହ କରୁଛନ୍ତି। ଦୁର୍ନୀତି ପ୍ରସଙ୍ଗକୁ ନେଇ ପ୍ରଥମେ ଦିନିକିଆ ଅନଶନ ଓ ଏବେ ପାଞ୍ଚଦିନିଆ…

‘ରାଜସ୍ଥାନ ରାଜନୀତି’, ପାଇଲଟଙ୍କ କଂଗ୍ରେସ ହଟାଓ ଅଭିଯାନ ଆରମ୍ଭ !

ଭୁବନେଶ୍ୱର: ରାଜସ୍ଥାନରେ କଂଗ୍ରେସ କନ୍ଦଳ ଦାଣ୍ଡରେ ପଡି ହାଟରେ ଗଡୁଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହାକୁ ନେଇ କଂଗ୍ରେସକୁ ସମାଲୋଚନା କରିଛନ୍ତି। ରାଜସ୍ଥାନ ଗସ୍ତରେ ଯାଇଥିବା ମୋଦି କଂଗ୍ରେସ ନେତା ମୁଖ୍ୟମନ୍ତ୍ରୀ ଚଉକି ପାଇଁ ଏତେ ବ୍ୟସ୍ତ ଯେ ରାଜସ୍ଥାନର ବିକାଶକୁ ଅଣଦେଖା…

ରାଜସ୍ଥାନ ରାଜନୀତିରେ ହଲଚଲ, ପାଇଲଟ ଗଢିବେ ନୂଆ ଦଳ!

ଭୁବନେଶ୍ୱର: ରାଜସ୍ଥାନ ରାଜନୀତିରେ ଖୁବ ଶୀଘ୍ର ଏକ ବଡ଼ ଧରଣର ହଲଚଲ ହେବାକୁ ଯାଉଥିବା କୁହାଯାଉଛି। ମୁଖ୍ୟମନ୍ତ୍ରୀ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଲଢେ଼ଇ ଖୁବ ଶୀଘ୍ର ବିସ୍ଫୋରକ ରୂପ ନେବ ବୋଲି ଆଲୋଚନା ହେଉଛି। ରାଜସ୍ଥାନ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ପ୍ରସଙ୍ଗକୁ ନେଇ…

ରାଜସ୍ଥାନରେ କଂଗ୍ରେସର ବିଜେପି ମଡେଲ !

ଭୁବନେଶ୍ୱର: ରାଜସ୍ଥାନ ରାଜନୀତିକୁ ନେଇ ନୂଆ ଖବର। ନିର୍ବାଚନ ଆସନ୍ନ ଥିବାବେଳେ ମୁଖ୍ୟମନ୍ତ୍ରୀ ଗେହଲଟ ପାଇଲଟ ଲଢେଇ ତୀବ୍ର ରୂପ ନେଉଛି। ଏପରିକି କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ବିରୋଧରେ ଯୁଦ୍ଧ୍ଯଂଦେହୀ ଡାକରା ଦେଇଥିବା…

ଆଉ କଂଗ୍ରେସରେ ଭଲ ଲାଗୁନି, ବିଜେପି ଯିବେ ପାଇଲଟ !

ଭୁବନେଶ୍ୱର: କଂଗ୍ରେସରେ ଗୋଟିଏ ପଟେ ସମ୍ଭାବନା ତ ଆଉ ଗୋଟିଏ ପଟେ ନିରାଶା ବଢି ବଢି ଚାଲିଛି। କର୍ଣ୍ଣାଟକ ନିର୍ବାଚନରେ ଦଳ ପାଇଁ ଅନେକ ସମ୍ଭାବନାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ରାହୁଲଙ୍କ ଭବିଷ୍ୟତକୁ ନେଇ କଂଗ୍ରେସ ବେଶ ଆଶାବାଦୀ। ସେପଟେ ରାଜସ୍ଥାନରେ ଯୁବ ନେତା ତଥା ପୂର୍ବତନ…

କଂଗ୍ରେସରେ ଅଲୋଡ଼ା ‘ପାଇଲଟ’ !

ଭୁବନେଶ୍ୱର: ଧୀରେ ଧୀରେ ଅଲୋଡ଼ା ହୋଇପଡୁଛନ୍ତି କି ପାଇଲଟ ? ରାଜସ୍ଥାନ କଂଗ୍ରେସର ଭବିଷ୍ୟତ ତଥା ଜାତୀୟ କଂଗ୍ରେସର ଯୁବ ଚେହେରା ସଚିନ ପାଇଲଟଙ୍କ ରାଜନୈତିକ ଭବିଷ୍ୟତ କଣ ହେବ? ସେ କଂଗ୍ରେସରେ ରହିବେ ନା କିଛି ବିକଳ୍ପ ଚିନ୍ତା କରିବେ? ଏମିତି କିଛି ଚର୍ଚ୍ଚା ଏବେ ଜୋର ଧରିଛି। କଂଗ୍ରେସ…

ପାଇଲଟଙ୍କର ଦରକାର ମୁଖ୍ୟମନ୍ତ୍ରୀ ପଦ !

ଭୁବନେଶ୍ୱର: କଣ ଚାହୁଁଛନ୍ତି ରାଜସ୍ଥାନ କଂଗ୍ରେସ ନେତା ସଚିନ ପାଇଲଟ। ଗେହଲଟ ସରକାରକୁ ବାରମ୍ବାର ଘେରୁଥିବା ପାଇଲଟ ଏବେ ଦୁର୍ନୀତି ପ୍ରସଙ୍ଗକୁ ନେଇ ସରକାରକୁ କାଠଗଡାକୁ ଟାଣିଛନ୍ତି। ତେଣୁ ରାଜସ୍ଥାନରେ କଂଗ୍ରେସର ଗତି କୁଆଡେ ବୋଲି ପ୍ରଶ୍ନ ଉଠିଛି। ଆଗକୁ ନିର୍ବାଚନ ଥିବାବେଳେ ଗେହଲଟ…