ସାଇ ଇଣ୍ଟରନ୍ୟାସନାଲ ପକ୍ଷରୁ ଅନଲାଇନରେ ହେବ ସାଇ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ଓ ସାଇ ଇଣ୍ଟନ୍ୟାସନାଲ ଆବାସିକ ସ୍କୁଲ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଆସନ୍ତା ମାର୍ଚ୍ଚ ୬ ଓ ଏପ୍ରିଲ ୨ ତାରିଖରେ ଏହି ଅନଲାଇନ ପରୀକ୍ଷା ହେବ ।
ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ପାଇଁ ଷଷ୍ଠରୁ ନବମ, ଓ ଏକାଦଶ…