Latest Odisha News

BREAKING NEWS

Browsing Tag

SAI INTERNATIONAL

ଆଇବି ୱାର୍ଲ୍ଡ ସ୍କୁଲ୍ ସହ ଯୋଡ଼ି ହେଲା ସାଇ ଇଣ୍ଟରନ୍ୟାସନାଲ୍

ଭୁବନେଶ୍ୱର: କ୍ୟାରିୟର ପ୍ରୋଗ୍ରାମ ଲାଗି ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ଆଇବି ୱାର୍ଲ୍ଡ ସ୍କୁଲ୍ ସହ ଯୋଡ଼ି ହୋଇଛି । ୧୬ରୁ ୧୯ ବର୍ଷ ବୟସର ଶିକ୍ଷାର୍ଥୀଙ୍କ ପାଇଁ ଏହା ମାଧ୍ୟମରେ ଶିକ୍ଷାଦାନ କରାଯିବ । ଏହା ସମାନ୍ତରଳ ଭାବେ କେମ୍ବ୍ରିଜ୍ ଆସେସମେଣ୍ଟ ଇଣ୍ଟରନ୍ୟାସନାଲ୍ ଏଜୁକେସନ୍ ଏବଂ…

ସାଇ ଇଣ୍ଟରନ୍ୟାସନାଲ ପକ୍ଷରୁ ୩୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତିରେ UNWIND-୨୦୨୨ କାର୍ଯ୍ୟକ୍ରମ

ଭୁବନେଶ୍ୱର: ସାଇ ଇଣ୍ଟନ୍ୟାସନାଲ ପକ୍ଷରୁ ଅନୱିଣ୍ଡ (UNWIND) କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ୩୦ ହଜାରରୁ ଅଧିକ ଲୋକ ଏକାଠି ହୋଇଥିଲେ । ଏହି ଦିନିକିଆ କାର୍ଯ୍ୟକ୍ରମକୁ ମେଣ୍ଟରଙ୍କ ସହାୟତାରେ ପରିଚାଳନା କରିଥିଲେ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀ ।…

ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳ: ସାଇ ଇଣ୍ଟରନାଶନାଲ ସ୍କୁଲର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ୱରର ସାଇ ଇଣ୍ଟରନାସନାଲସ୍କୁଲକୁ ଶତ ପ୍ରତିଶତ ସଫଳତା ମିଳିଛି। ଉଭୟ ଶ୍ରେଣୀରେ ଶତ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବା ସହ ସମସ୍ତେ ପ୍ରଥମ ଶ୍ରେଣୀ ଯୋଗ୍ଯତା ହାସଲକରିଛନ୍ତି।…

ଭୁବନେଶ୍ୱର ସାଇ ଇଣ୍ଟରନ୍ୟାସନାଲ୍ ପକ୍ଷରୁ ବିଶ୍ୱସ୍ତରୀୟ ପଠନ ଉତ୍ସବ, ସାମିଲ ହେଲେ ୫୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ବିଶ୍ୱସ୍ତରୀୟ ପଠନ ଉତ୍ସବ ‘Booktopia’ । ଏହି କାର୍ୟ୍ୟକ୍ରମରେ ଭାରତ ସମେତ ୬ଟି ଦେଶରୁ ଯୋଡ଼ି ହୋଇଥିଲେ ପାଖାପାଖି ୫୦୦ ଛାତ୍ରଛାତ୍ରୀ । ପଢ଼ିବାକୁ ପ୍ରତ୍ସୋହନ କରିବା ଦିଗରେ ଏହି ଉତ୍ସବର ଆୟୋଜନ କରାଯାଇଥିଲା ।…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ରଛାତ୍ରୀଙ୍କ ସଙ୍ଗୀତ ପରିବେଷଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରର ଲୋକାର୍ପିତ ଉତ୍ସବ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ଛାତ୍ରଛାତ୍ରୀଙ୍କ ସଙ୍ଗୀତ ପରିବେଷଣ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲା । ପାଶ୍ଚାତ୍ୟ ତଥା ଭାରତୀୟ ସଙ୍ଗୀତ ମିଶ୍ରଣକୁ ନେଇ ଏହି ସଙ୍ଗୀତ ପରିବେଷଣ କରିଥିଲେ…

ସାଇ ଇଣ୍ଟରନ୍ୟାସନାଲ ପକ୍ଷରୁ ଅନଲାଇନରେ ହେବ ସାଇ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ଓ ସାଇ ଇଣ୍ଟନ୍ୟାସନାଲ ଆବାସିକ ସ୍କୁଲ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଆସନ୍ତା ମାର୍ଚ୍ଚ ୬ ଓ ଏପ୍ରିଲ ୨ ତାରିଖରେ ଏହି ଅନଲାଇନ ପରୀକ୍ଷା ହେବ । ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ପାଇଁ ଷଷ୍ଠରୁ ନବମ, ଓ ଏକାଦଶ…

ସାଇ ଇଣ୍ଟର ନ୍ୟାସନାଲ ପକ୍ଷରୁ ସାଇ ହୋମ ସ୍କୁଲର ଶୁଭାରମ୍ଭ

ଭୁବନେଶ୍ୱର: ସାଇ ଇଣ୍ଟର ନ୍ୟାସନାଲ ଏଜୁକେଶନାଲ ଗ୍ରୁପ ଭୁବନେଶ୍ୱର ପକ୍ଷରୁ ଅନଲାଇନ ପାଠପଢା ପ୍ଲାଟଫର୍ମ ସାଇ ହୋମ ସ୍କୁଲସ୍‌ର ଶୁଭାରମ୍ଭ କରାଯାଇଛି । ଯେଉଁମାନେ କରୋନା ମହାମାରୀ ଭୟରେ ସ୍କୁଲ ଯିବାକୁ ସକ୍ଷମ ନୁହେଁ ସେମାନଙ୍କ ପାଇଁ ଦୃଷ୍ଟିରେ ରଖି ଏହାର ଶୁଭାରମ୍ଭ କରାଯାଇଛି । ନର୍ସରୀରୁ…

ସିବିଏସ୍‌ଇ ଦ୍ୱାଦଶରେ ଭଲ ପ୍ରଦର୍ଶନ କରିଛନ୍ତି ରାଜଧାନୀର ଛାତ୍ରଛାତ୍ରୀ

ଭୁବନେଶ୍ୱର : ଗତକାଲି ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟରେ ଭଲ ପ୍ରଦର୍ଶନ କରିଛନ୍ତି ରାଜଧାନୀର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ । ସାଇ ଇଣ୍ଟରନ୍ୟାସନାଲ, କିଟ୍ ଇଣ୍ଟର ନ୍ୟାସନାଲ, ବିଜେଇଏମ୍ ଓ ଡିଏଭି ପୋଖରୀପୁଟ ସମେତ ଅନେକ ସ୍କୁଲରେ ପାସ୍ ହାର ଶହେ ପ୍ରତିଶତ ରହିଛି ।…

ସାଇ ଇଣ୍ଟରନ୍ୟାସନାଲ୍ ପକ୍ଷରୁ ଲଞ୍ଚ୍ ହେଲା ‘ସାଇ କ୍ଲାଉଡ଼ ସ୍କୁଲ ୩.୦ ଅନଲାଇନ ଲର୍ଣ୍ଣିଂ ପ୍ଲାଟଫର୍ମ’

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ଏଜୁକେଶନ ଗ୍ରୁପ ପକ୍ଷରୁ ଶୁକ୍ରବାର ଦିନ ସାଇ କ୍ଲାଉଡ଼ ସ୍କୁଲ ୩.୦ ଅନଲାଇନ ଲର୍ଣ୍ଣିଂ ପ୍ଲାଟଫର୍ମ ଲଞ୍ଚ୍ ହୋଇଛି । ଦୁଇଦିନ ଧରି ଶିକ୍ଷକ ଓ ସହଯୋଗୀ ଷ୍ଟାଫମାନଙ୍କର ଡିଜିଟାଲ୍ ଟ୍ରେନିଂ ପରେ ଛାତ୍ରଛାତ୍ରୀଙ୍କ ଲାଗି କ୍ଲାଉଡ଼ ସ୍କୁଲ ଖୋଲିଥିଲା,…

ସାଇ ଇଣ୍ଟରନ୍ୟାସନାଲରେ ଜୁନ୍ ୧ରୁ ଆୟୋଜିତ ହେଉଛି ଇ-ସମର୍ କ୍ୟାମ୍ପ୍‌

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ଚଳିତ ବର୍ଷ ନିଆରା ଢଙ୍ଗରେ ଆୟୋଜିତ କରୁଛି ଇ-ସମର୍ କ୍ୟାମ୍ପ୍ । ପିଲାମାନଙ୍କର ଗଠନମୂଳକ କାର୍ଯ୍ୟକୁ ଅଧିକ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ସାଇ ଇଣ୍ଟରନ୍ୟାସନାଲ୍ ଏହିପରି ଏକ ଗ୍ରୀଷ୍ଣ ଶିବିର ଆୟୋଜନ କରୁଛି । ସାମ୍ପ୍ରତିକ ପରିସ୍ଥିତିରେ ବାର୍ଷିକ ଗ୍ରୀଷ୍ଣ…