Latest Odisha News

BREAKING NEWS

Browsing Tag

samajwadi party

ଦଳ ପରିବର୍ତ୍ତନ ଟ୍ରେଣ୍ଡରେ ସପାକୁ ଝଟ୍‌କା ଦେବ କି ଆର୍‌ଏଲ୍‌ଡି?

ଲକ୍ଷ୍ନୌ: ଗୋଟେ ପରେ ଗୋଟେ ଟାଣୁଆ ନେତା ଏବେ ଦଳ ପରିବର୍ତ୍ତନରେ ମାତିଛନ୍ତି। ସବୁଠି ଦେଖିବାକୁ ମିଳୁଛି ଦଳବଦଳ ରାଜନୀତି। ଏହାରି ଭିତରେ ପୁଣି ଥରେ ଇଣ୍ଡିଆ ମେଣ୍ଟକୁ ଲାଗିପାରେ ଝଟ୍‌କା। ଏଥିସହ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ମଧ୍ୟ ଜୋରଦାର ଝଟ୍‌କା ଲାଗିପାରେ। କାରଣ…

ଲୋକସଭା ନିର୍ବାଚନ: ୟୁପିରେ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ସପା

ଲକ୍ଷ୍ନୌ:  ଲୋକସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଜାରି କଲା ପ୍ରାର୍ଥୀଙ୍କ ପ୍ରଥମ ତାଲିକା। କିଏ କେଉଁଠି ନିର୍ବାଚନ ଲଢ଼ିବେ ସପା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ପ୍ରଥମ ପର୍ଯ୍ୟାୟରେ ୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଯେଉଁଥିରେ ଡିମ୍ପଲ ଯାଦବ, ଧର୍ମେନ୍ଦ୍ର…

ରାଜନୀତିର ୫୫ ବର୍ଷ, ମୁଲାୟମ ଯେବେ ହୋଇଥାନ୍ତେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ଦେଶର ହିନ୍ଦୀ ଭାଷାଭାଷୀ ଅଞ୍ଚଳର ରାଜନୀତିରେ ୫ ଦଶନ୍ଧିରୁ ଅଧିକ ସମୟ ଧରି ସକ୍ରିୟ ଥିଲେ ମୁଲାୟମ ସିଂ ଯାଦବ । ୫୫ ବର୍ଷର ଲମ୍ବା ରାଜନୈତିକ ଜୀବନ ଭିତରେ ମୁଲାୟମ ପ୍ରଧାନମନ୍ତ୍ରୀ ହେଉ ହେଉ ଅଟକି ଯାଇ ପ୍ରତିରକ୍ଷା ମନ୍ତ୍ରୀ ହୋଇଥିଲେ । ୭ ଥର ସାଂସଦ ରହିଥିବା ମୁଲାୟମ ୮ ଥର…

୩ ଥରର ମୁଖ୍ୟମନ୍ତ୍ରୀ, ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମଙ୍କ ଦେହାନ୍ତ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ମୁଲାୟମ । ଉଚ୍ଚ ରକ୍ତଚାପ ଓ ଶ୍ୱାସକ୍ରିୟାରେ ଅସୁବିଧା ଯୋଗୁଁ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ…

ଓଡିଶା ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ବିଭିନ୍ନ ଦାବି ସହ ସ୍ମାରକପତ୍ର ପ୍ରଦାନ କରାଯାଇଛି

ଭୁବନେଶ୍ୱର : ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ବରେ ୪ ଜଣିଆ ପ୍ରତିନିଧି ଦଳ ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ରାଜଭବନଠାରେ ସାକ୍ଷାତ କରିଛନ୍ତି  ।  ତାସହ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି  । ଏହି ସ୍ମାରକପତ୍ରରେ ଦର୍ଶାଯାଇଥିବା ଦାବି…

କାଉଣ୍ଟିଙ୍ଗ ଆରମ୍ଭରୁ ବିଶୃଙ୍ଖଳା: ଇଭିଏମ ମେସିନକୁ ନେଇ ବିବାଦ

ଭୁବନେଶ୍ୱର: ୫ଟି ରାଜ୍ୟରେ ବିଧାନସଭା ଆସନ ନେଇ ଭୋଟ ଗଣତି ଜାରି ରହିଛି । ହେଲେ ଆରମ୍ଭରୁ ହିଁ ବାରାଣସିରେ ଦେଖାଦେଇଛି ବିବାଦ । ଭୋଟ ପାଇଁ ବ୍ୟବହୃତ ଇଭିଏମ ମେସିନରେ ଅନିୟମିତତାକୁ ନେଇ ବାରାଣସୀରେ ବିବାଦୀୟ ପରିସ୍ଥିତିି ଦେଖାଦେଇଛି । ବାରାଣସି ସମେତ ଅନ୍ୟ କିଛି ଅଞ୍ଚଳରେ ଇଭିଏମସ ବ୍ୟାଲାଟ…

ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଫକୀରମୋହନଙ୍କ ୧୭୮ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଉତ୍କଳର ସାରସ୍ୱତ ବରପୁତ୍ର ତଥା ଓଡ଼ିଆ ଭାଷାର ମୁଖ୍ୟ ପୁରୋଧା ବ୍ୟାସକବି ଫକୀରମୋହନଙ୍କ ୧୭୮ତମ ଜୟନ୍ତୀ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଉତ୍କଳ ବିଶ୍ଵବିଦ୍ୟାଳୟ ସମ୍ମୁଖରେ ଥିବା ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ ସମାଜବାଦୀ ପାର୍ଟିର…

ଉତ୍ତରପ୍ରଦେଶରେ ଲାଗୁହବ ରାଷ୍ଟ୍ରପତି ଶାସନ!!

ଲକ୍ଷ୍ନୌ: ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ଉତ୍ତରପ୍ରଦେଶ ସରକାରଙ୍କୁ ସମାଲୋଚନା କରିଛି ବିରୋଧୀ ସମାଜବାଦୀ ପାର୍ଟି । ପାର୍ଟି ଅଭିଯୋଗ କରିଛି ଯେ ସରକାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ସମ୍ଭାଳିବାରେ ଅସମର୍ଥ ତେଣୁ ରାଜ୍ୟରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବାକୁ ସପା ଦାବୀ କରିଛି ।…

ସମାଜବାଦୀ ପାର୍ଟି ନେତା ଓ ତାଙ୍କ ପୁଅକୁ ବିଚ୍ ରାସ୍ତାରେ ଗୁଳି କରି ହତ୍ୟା, ଭିଡିଓ ଭାଇରାଲ

ଲକ୍ଷ୍ନୌ: କ୍ୟାମେରାରେ କଏଦ୍ ହେଲା ଲାଇଭ ହତ୍ୟାକାଣ୍ଡ । ବିଚ୍ ରାସ୍ତାରେ ସାମାଜବାଦୀ ପାର୍ଟି ନେତା ଓ ତାଙ୍କ ପୁଅକୁ ଗଳି କରି ହତ୍ୟା କଲେ ଦୁର୍ବୃତ୍ତ । ଏଭଳି ହତ୍ୟାକାଣ୍ଡ ଘଟିଛି ୟୁପିର ସମ୍ଭାଲା ଜିଲ୍ଲା ଚନ୍ଦୌସିରେ। ଏଠାରେ ସମାଜବାଦୀ ପାର୍ଟିର ପୂର୍ବତନ ବିଧାନସଭା ପ୍ରାର୍ଥୀ…