Latest Odisha News
Browsing Tag

Samaleswari Temple

ସମଲେଶ୍ବରୀ ମନ୍ଦିର ବିକାଶ କାମର ସମୀକ୍ଷା: ସମ୍ବଲପୁରରେ 5-T ସଚିବ ଓ ମୁଖ୍ୟ ଶାସନ ସଚିବ

ସମ୍ବଲପୁର: ସମଲେଶ୍ବରୀ ମନ୍ଦିର ବିକାଶ କାମର ସମୀକ୍ଷା  । ମନ୍ଦିର ବିକାଶ କାମର ସମୀକ୍ଷା ଲାଗି ସମ୍ବଲପୁରରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ ଓ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ପହଞ୍ଚିଛନ୍ତି । ଏଦୁଇ ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ…

ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଲା ମା’ ସମଲେଶ୍ୱରୀଙ୍କ ମନ୍ଦିର

ସମ୍ୱଲପୁର: ଭକ୍ତଙ୍କ ପାଇଁ ଖୋଲିଲା ସମ୍ୱଲପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର । ଆଜିଠୁ କରୋନା କଟକଣାରେ ପୁଣି ଥରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ୨୧ ଦିନ ପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମା’ ସମଲେଶ୍ୱରୀ । ସକାଳ ୬ଟାରୁ ଦିନ ୧୧ଟା ଓ ଦିନ ଗୋଟାଏରୁ…

ସମଲେଶ୍ୱରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାମ ଖୁବଶୀଘ୍ର

ସମ୍ବଲପୁର: ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ…

ସମଲେଶ୍ବରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି

ସମ୍ବଲପୁର : କୋଭିଡ କଟକଣା ସହ ସ୍ଥାନୀୟ ଭକ୍ତଙ୍କ ଦର୍ଶନ ଲାଗି ସମଲେଶ୍ବରୀ ମନ୍ଦିର ଖୋଲା ଯାଇଛି । ମା'ଙ୍କ ଦର୍ଶନ ପାଇଁ ସକାଳ ୬ ଟାରୁ ଆରମ୍ଭ ହୋଇ ଅପରାହ୍ନ ପର୍ଯ୍ୟନ୍ତ ଭକ୍ତଙ୍କ ପ୍ରବଳ ଗହଳି ଦେଖାଯାଉଛି। ତେବେ ଏହାକୁ ଦୃଷ୍ଟିରେ ରଖି କ୍ଷେତ ରାଜ ପୁର ପୁଲିସ ପକ୍ଷରୁ ପରିଚୟ ପତ୍ର…

ଭକ୍ତଙ୍କ ପାଇଁ ବନ୍ଦ ରହିବ ସମଲେଶ୍ବରୀ ମନ୍ଦିର

ସମ୍ବଲପୁର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଅନ୍ୟ ଧାର୍ମିକ ଅନୁଷ୍ଠାନ ସହିତ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ୱରୀ ମନ୍ଦିର ବନ୍ଦ ରହିବା ନେଇ ସୂଚନା ମିଳିଛି। ସୋମବାର ଦିନ ସମ୍ବଲପୁର ଜିଲ୍ଲାପାଳ ଏବଂ ମନ୍ଦିର ପ୍ରଶାସନ ମଧ୍ୟରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ନୂଆଁଖାଇ ପାଇଁ ସାଧାରଣ ଲୋକଙ୍କୁ ମା’ ସମଲେଶ୍ୱରୀ ମନ୍ଦିର ମନା

ସମ୍ବଲପୁର: ରାତି ପାହିଲେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ । ଏହା ପୂର୍ବରୁ ଆଜି ପାହୁର ଯାତ୍ରା ପାଳନ ହୋଇଛି । ଏହି ଅବସରରେ ନୂଆଁଖାଇ ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀ ଶୋଭାଯାତ୍ରା ସହ ଦେବାଦେବୀଙ୍କ ମନ୍ଦିରକୁ ଯାଇଥାଏ । ନୂଆଁଖାଇ ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ…