Latest Odisha News

BREAKING NEWS

Browsing Tag

Sambalpur Corona

କୋଭିଡ୍ ରେଡ୍ ଜୋନରେ ଖୋର୍ଦ୍ଧା, ସମ୍ୱଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା କେସ୍ । ଆଜି ୪ହଜାର ୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜାନୁଆରୀ ୧ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୯୮ ଥିଲା । ୯ ଦିନ ଭିତରେ ଏହି ସଂଖ୍ୟା ପାଖାପାଖି ୫ ହଜାର ହୋଇଛି । ଅର୍ଥାତ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୫ ଗୁଣା…

ଆଜିଠୁ ସମ୍ବଲପୁରରେ ଦ୍ୱିତୀୟ ପର୍ଯ୍ୟାୟ ସଟଡାଉନ୍

ସମ୍ବଲପୁର: ସମ୍ବଲପୁରରେ ଆଜିଠାରୁ ଆରମ୍ଭ ହେଉଛି ସଟଡାଉନର ଦ୍ୱିତୀୟ ପର୍ଯ୍ୟାୟ । ୨୬ ତାରିଖରୁ ୩୧ ତାରିଖ ଯାଏଁ ଏହି କଟକଣା ଜାରି ରହିବା ନେଇ ସୂଚନା ମିଳିଛି । ଏହି ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଥମ ପର୍ଯ୍ୟାୟର କଟକଣା କିଛିଟା କୋହଳ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଏଠାରେ…

ଭୀମସାରରୁ ଆଉ ଚାରି ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ସମ୍ୱଲପୁର: ବୁର୍ଲା ଭୀମସାରରୁ ପୁଣି ବାହାରିଛନ୍ତି ଚାରି ଜଣ କରୋନା ସଂକ୍ରମିତ । ସମସ୍ତ ଆକ୍ରାନ୍ତ କରୋନା ଯୋଦ୍ଧା । ଏମାନଙ୍କ ଭିତରେ ଦୁଇ ଜଣ ପୁରୁଷ ଓ ଦୁଇ ଜଣ ମହିଳା ଅଛନ୍ତି । ସମ୍ୱଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି । ପୂର୍ବରୁ ଭୀମସାରରୁ ସଂକ୍ରମିତ ଚିହ୍ନଟ ହୋଇଥିଲେ…