Latest Odisha News

BREAKING NEWS

Browsing Tag

Sambalpur Covid

ସମ୍ବଲପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା

ସମ୍ୱଲପୁର: ପଶ୍ଚିମ ଓଡ଼ିଶାରେ ବଢୁଛି କରୋନା ସଂକ୍ରମଣ । ସମ୍ବଲପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସମ୍ୱଲପୁର ଜିଲ୍ଲାରେ ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ବୟସ ୬୭ ବର୍ଷ । ତାଙ୍କର ଉଚ୍ଚ ରକ୍ତଚାପ…