Latest Odisha News

BREAKING NEWS

Browsing Tag

Sambalpur

ବନ୍ଦ ଘରୁ ବାହାରୁଛି ଦୁର୍ଗନ୍ଧ, ପୋଲିସର ଛାନଭିନ୍ ଜାରି

ସମ୍ବଲପୁର: ସମ୍ବଲପୁରର ଟାଉନ ଥାନା ଅନ୍ତର୍ଗତ ମୋଦିପଡା ସ୍ଥିତ ଏକ ବନ୍ଦ ଘର ମଧ୍ୟରୁ ଦୁର୍ଗନ୍ଧ ବାହାରୁଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି । ଗଣମାଧ୍ୟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଉକ୍ତ ବନ୍ଦ ଘରେ ଏକ ଦମ୍ପତି ରହୁଥିବା ବେଳେ କିଛି ଦିନ ହେବ ଘର ବନ୍ଦ ରହିଛି ।…

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ଅଧ୍ୟାପକଙ୍କ ବଦଳିକୁ ବିରୋଧ

ସମ୍ବଲପୁର: ସମ୍ବଲପୁର ସହର ସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୮ଜଣ ଅଧ୍ୟାପକଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀମାନେ ଗୁରୁବାର ଦିନ କଲେଜ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏପରିକି ସେମାନେ କଲେଜର ମୁଖ୍ୟ ଗେଟରେ ମଧ୍ୟ ତାଲା ପକାଇ ଦେଇଛନ୍ତି । ଯାହାକୁ ନେଇ ଉତ୍ତେଜନା ଦେଖାଦେଇଛି…

ନୂଆ ଟ୍ରାଫିକ୍ ଆଇନ୍: ସମ୍ବଲପୁରରେ ଟ୍ରକକୁ ୬.୫୩ ଲକ୍ଷ ଜୋରିମାନା

ସମ୍ବଲପୁର: ଦେଶରେ ନୂଆ ଟ୍ରାଫିକ୍ ଆଇନ୍ କଡାକଡି କରାଯାଉଥିବା ବେଳେ ନିୟମ୍ ଉଲଘଂନକାରୀଙ୍କୁ ମୋଟା ଅଙ୍କର ତଣ୍ଡ ଗଣିବାକୁ ପଡୁଛି । ଏହି ଟ୍ରାଫିକ୍ ନିୟମ୍ ଉଲଘଂନ ଅଭିଯୋଗରେ ସମ୍ବଲପୁରରେ ଏକ ଟ୍ରକ୍ ଉପରେ ଲାଗିଛି ପ୍ରାୟ ୬.୫୩ ଲକ୍ଷ ଟଙ୍କାର ଜୋରିମାନା । ମିଳିଥିବା ସୂଚନାନୁଯାୟୀ ଏହା ଗତ…

ସମ୍ବଲପୁରରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ସୋମବାର ଦିନ ପୋଲିସର ଏନକାଉଣ୍ଟରରେ ଜଣେ କୁଖ୍ୟାତ ଅପରାଧୀ ଆହତ ହୋଇଛି । ଆହତ ଅପରାଧୀର ନାମ ମୁସିମ୍ ଅଖତର୍ ବୋଲି ଜଣାପଡିଛି । ତା’ ଠାରୁ ଗୋଟିଏ ବୁଲେଟ୍ ଓ ଗୋଟିଏ ୯ ଏମଏମର ପିସ୍ତଲ୍ ଓ ୪ ହଜାର ଟଙ୍କା ଜବତ କରିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ।…

ନାବାଳକର ଅଦ୍ଭୁତ କାଣ୍ଡ, ଫେକ୍ ଆକାଉଣ୍ଟ କରି ଫେସବୁକରେ ଲୁଟୁଥିଲା ଟଙ୍କା

ସମ୍ବଲପୁର : ବର୍ତ୍ତମାନ ସମୟରେ ଦିନକୁ ଦିନ ସାଇବର କ୍ରାଇମ୍ ବଢୁଥିବାବେଳେ ସମ୍ବଲପୁରରେ ମଧ୍ୟ ଏଭଳି ଅପରାଧ ଘଟିଥିବା ନେଇ ସୂଚନା ମିଳିଛି । ଏହି ଠକେଇ ପଛରେ ଜଣେ ଅଷ୍ଟମ ଶ୍ରେଣୀ ନାବାଳକର ହାତ ରହିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଉକ୍ତ ନାବାଳକ ଜଣକ…

ସମ୍ବଲପୁର ମୁଣ୍ଡକାଟ ହତ୍ୟା ଘଟଣା: ସମ୍ପର୍କୀୟ ଭାଇକୁ ଗିରଫ କଲା ପୋଲିସ

ସମ୍ବଲପୁର : ସମ୍ୱଲପୁରର ଅଇଁଠାପାଲି ଥାନା ଅନ୍ତର୍ଗତ ଭାଲୁପାଲି-ତିଲେଇମାଲ ଗ୍ରାମରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯିବାର କେଇ ଘଣ୍ଟା ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ନାମ ଉଜ୍ଜଳ ମୁଣ୍ଡା ଏବଂ ସେ ମୃତ ସତ୍ୟନାରାୟଣଙ୍କ…

ସମ୍ବଲପୁର: ଶୋଇଥିବା ବେଳେ ଯୁବକଙ୍କ ମୁଣ୍ଡ କାଟି ନେଲେ ଦୁବୃର୍ତ୍ତ

ସମ୍ବଲପୁର : ସମ୍ୱଲପୁରର ଅଇଁଠାପାଲି ଥାନା ଅନ୍ତର୍ଗତ ଭାଲୁପାଲି-ତିଲେଇମାଲ ଗ୍ରାମରେ ମଙ୍ଗଳବାର ଦିନ କେହି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ତାଙ୍କ ମୁଣ୍ଡ କାଟି ନେଇଯିବା ଭଳି ଅଭାବନୀୟ ଘଟଣା ନଜରକୁ ଆସିଛି । ମୃତକଙ୍କ ନାମ ସତ୍ୟନାରାୟଣ ମୁଣ୍ଡା ବୋଲି ଜଣାପଡିଛି। ଗତକାଲି…

ସମ୍ବଲପୁର: ନାବାଳିକାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଯବାନ ଗିରଫ

ସମ୍ବଲପୁର : ସମ୍ବଲପୁର ଜିଲ୍ଲାର ଧନୁପାଲି ଅଞ୍ଚଳରେ ଜଣେ ନାବାଳିକାକୁ ଦୁର୍ବ୍ୟବହାର ତଥା ହଇରାଣ ହରକତ କରିବା ଅଭିଯୋଗରେ ଓଡିଶା ସ୍ପେଶାଲ ଆର୍ମଡ୍ ଫୋର୍ସ (ଓଏସଏପି)ର ଯବାନ ଗିରଫ ହୋଇଛନ୍ତି । ଅଭିଯୁକ୍ତ ଯବାନଙ୍କ ନାମ ସୁରେଶ ବିଭାର (୩୦) ଏବଂ ସେ ଗଡଲୋଇସିଂହ ଗ୍ରାମର ବାସିନ୍ଦା ବୋଲି…