Latest Odisha News

BREAKING NEWS

Browsing Tag

Sambalpur

କଲମା ବ୍ୟାରେଜର ସମସ୍ତ ଗେଟ ଖୋଲିଲା ଛତିଶଗଡ଼

ସମ୍ବଲପୁର: ଉପର ମୁଣ୍ଡ଼ରେ ପ୍ରବଳ ବର୍ଷା କାରଣରୁ କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ ଖୋଲିଲା ଛତିଶଗଡ଼ । ସକାଳ ୯ଟା ସୁଦ୍ଧା କଲମା ବ୍ୟାରେଜ ଦେଇ ହିରାକୁଦକୁ ୭୨ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ମହାନଦିକୁ ପ୍ରବେଶ କରୁଛି ୧.୧୮ ଲକ୍ଷ କ୍ୟୁସେକ ଜଳ । ସେପଟେ…

ମନରେଗା କାମ ପାଇଁ ଗ୍ରାମସାଥୀଙ୍କ ଠାରୁ ଲାଞ୍ଚ ନେଇ ଧରା ପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର:ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକ ବାଟେମୁରା ଓ ବରଗାଁ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ । ଗ୍ରାମସାଥୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ ଯନ୍ତ୍ରୀ ପ୍ରଣତୀ ସାହୁଙ୍କୁ…

୪୫ ଡିଗ୍ରୀରେ ଭାଜି ହେଲା ୭ ସହର, ୪୬ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ଆଜି ବି ଟକମକ୍ ହୋଇ ଫୁଟିଛି ଓଡ଼ିଶା । ଉପକୂଳରେ ଗୁଳୁଗୁଳି ସାଙ୍ଗକୁ ପଶ୍ଚିମ ଓଡ଼ିଶାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହୋଇଛି । ଆଜି ରାଜ୍ୟର ୭ଟି ସ୍ଥାନରେ ପାରଦ ୪୫ ଡିଗ୍ରୀ ଉପରେ ରହିଥିବା ବେଳେ ସମ୍ବଲପୁରରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ କରାଯାଇଛି ।…

ମଟନ୍ ପାଇଁ ଜିଦ୍ ଧରିଲେ ବରର ସାଙ୍ଗ, ବାହା ହେବାକୁ ମନା କରିଦେଲେ କନିଆଁ

ସମ୍ବଲପୁର: ସରିଥିଲା ବେଦୀ ବନ୍ଧା । ବାଜା ରୋଷଣୀ ଧରି କନିଆଁ ଘରେ ପହଞ୍ଚିଥିଲା ବର ।  ଆଉ ମାତ୍ର କେଇ ମୁହୂର୍ତ୍ତ ପରେ ପଡ଼ିଥାନ୍ତା ହାତଗଣ୍ଠି । ହାତକୁ ଦି ହାତ ହୋଇଥାନ୍ତେ ବର, କନିଆଁ । ହେଲେ ମଟନ୍ ପାଇଁ ସବୁକିଛି ଓଲଟ ପାଲଟ ହୋଇ ଯାଇଛି । ମାଂସ ପାଇଁ ବରଯାତ୍ରୀଙ୍କ ହୋ ହଲ୍ଲା ପରେ ବାହା…

ଝାରସୁଗୁଡ଼ା ଓ ସମ୍ବଲପୁରରେ ୪୫ ଟପିଲା ପାରଦ, ୧୩ ତାରିଖ ଯାଏ ହିଟୱେଭ୍ ନେଇ ୱାର୍ଣ୍ଣିଂ

ଭୁବନେଶ୍ୱର: ଅସହ୍ୟ ଗରମରେ ସିଝୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ଚଳିତବର୍ଷ ପ୍ରଥମଥର ପାଇଁ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ଟପିଛି । ଆଜି ପଶ୍ଚିମ ଓଡ଼ିଶାର ୨ ଜିଲ୍ଲା ଝାରସୁଗୁ଼ଡ଼ା ଓ ସମ୍ବଲପୁରରେ ପାରଦ ୪୫ ଡିଗ୍ରୀ ଉପରେ ରହିଛି । ଝାରସୁଗୁଡ଼ାରେ ସର୍ବୋଚ୍ଚ ଦିନ ତାପମାତ୍ରା…

ଗଳା କାଟି ଶିକ୍ଷକଙ୍କୁ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଠାବ

କୁଚିଣ୍ଡା : ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଶିକ୍ଷକଙ୍କ ମୃତ ଦେହ ଉଦ୍ଧାର । ଆଜି ସକାଳେ ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଜଣେ ଶିକ୍ଷକଙ୍କ ମୃତଦେହ ଠାବ ହୋଇଛି । ମୃତକ ଜଣକ ହେଲେ ମନ୍ତ୍ରୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୃଥ୍ବୀରାଜ ମହାନନ୍ଦ (୩୮) ।…

ସମ୍ବଲପୁରବାସୀଙ୍କୁ ମିଳିଲା ଆଶ୍ୱସ୍ତି, ହଟିଲା କର୍ଫ୍ୟୁ

ସମ୍ବଲପୁର : କଟକଣାରୁ ମୁକ୍ତ ହେଲେ ସମ୍ବଲପୁରବାସୀ । ୧୪ ଦିନ ପରେ ଉଠିଲା କର୍ଫ୍ୟୁ । ଆଉ ୨ଟି ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ । ପୂର୍ବରୁ ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଥିବା ବେଳେ ଆଜି ଧନୁପାଲି ଓ ଟାଉନ୍‌ ଥାନା ଅଞ୍ଚଳରୁ କର୍ଫ୍ୟୁ ହଟାଇଛନ୍ତି ଉପଜିଲ୍ଲାପାଳ । ହନୁମାନ ଜୟନ୍ତୀ…

ସମ୍ବଲପୁରର ୨ ଥାନା ଅଞ୍ଚଳରୁ ଆଜି ହଟିବ କର୍ଫ୍ୟୁ

ସମ୍ବଲପୁର: ସମ୍ବଲପୁରରେ ଶାନ୍ତି ଫେରିଥିବାରୁ ସହରରୁ ଶନିବାର କର୍ଫ୍ୟୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରି ନେବା ଲାଗି ନିଷ୍ପତ୍ତି ନେଇଛି ପ୍ରଶାସନ । ସହରର ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁ କଟକଣା ହଟାଇ ନିଆ ଯାଇଥିବା ବେଳେ ଆଉ ୨ଟି ଥାନା ଅଞ୍ଚଳରୁ ପ୍ରତିବନ୍ଧ ଆଜି ହଟିବ । ପୂର୍ବରୁ…

ସମ୍ବଲପୁରରେ ସ୍ୱାଭାବିକ୍‌ ଇଣ୍ଟରନେଟ୍‌ ସେବା, କୋହଳ ହେଲା କର୍ଫ୍ୟୁ

ସମ୍ବଲପୁର: ସୁଧୁରିଲା ସମ୍ବଲପୁର ସ୍ଥିତି । ସଚଳ ହେଲା ଇଣ୍ଟରନେଟ୍ ସେବା  । ଆଜି ସକାଳ ୬ଟାରୁ ସମ୍ବଲପୁରରେ ମୋବାଇଲରେ ଇଣ୍ଟରନେଟ୍ ସେବା ସଚଳ ହୋଇଛି । ଫଳରେ ଲୋକଙ୍କ ଭିତରେ ଆନନ୍ଦର ଲହରୀ ଖେଳିଯାଇଛି। ଦୀର୍ଘ ୧୦ ଦିନ ପରେ ଜିଲ୍ଲାରେ ଇଣ୍ଟରନେଟ୍ ସେବା ସ୍ୱାଭାବିକ ହୋଇଛି । ସେହିପରି ଆଜି…

ସମ୍ବଲପୁର ହିଂସା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଲା ରାଜ୍ୟ ବିଜେପି

ଭୁବନେଶ୍ୱର: ହନୁମାନ ଜୟନ୍ତୀ ପାଳନ ଅବସରରେ ଗତ ଏପ୍ରିଲ ୧୨ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ସହରରେ ଅଭାବନୀୟ ହିଂସାକାଣ୍ଡ ଓ ଗଣ୍ଡଗୋଳ ଘଟିଯାଇଥିଲା । ସଂଘବଦ୍ଧ ଆକ୍ରମଣ କାରଣରୁ ବହୁ ସଂଖ୍ୟାରେ ସାଧାରଣ ଜନତାଙ୍କ ସମେତ ପୋଲିସ ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଏପରିକି ବ୍ୟାପକ…