Latest Odisha News

BREAKING NEWS

Browsing Tag

Sambalpur

ସମ୍ବଲପୁରରେ ଆଇଓସିଏଲ ଏକ୍ସପି-୧୦୦ ତେଲ ବିକ୍ରି ଆରମ୍ଭ କଲା

ସମ୍ବଲପୁର: ଇଣ୍ଡିଆନ ଅଏଲ କର୍ପୋରେସନ ପକ୍ଷରୁ ପ୍ରଥମ ଥର ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ ସ୍ୱତନ୍ତ୍ର ପେଟ୍ରୋଲର ବିକ୍ରି ଆରମ୍ଭ କରାଯାଇଛି । ‘ଏକ୍ସପି-୧୦୦’ ନାମରେ ବୁଢ଼ାରଜା ସ୍ଥିତ ‘ସମ୍ବଲପୁର ଫୁଏଲ୍ସ’ ପେଟ୍ରୋଲ ପମ୍ପରେ ବିକ୍ରି ଆରମ୍ଭ କରାଯାଇଛି । ବିଶ୍ୱସ୍ତରୀୟ ଏହି ପେଟ୍ରୋଲ ଭାରତରେ…

ସମ୍ବଲପୁର ଟାର୍‌ କାରଖାନାରେ ଅଗ୍ନିକାଣ୍ଡ

ସମ୍ବଲପୁର: ଶନିବାର ବିଳମ୍ବିତ ରାତିରେ ଜୟନ୍ତପୁରର ଏକ ଟାର୍ କାରଖାନାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। କିନ୍ତୁ ଅଗ୍ନିକାଣ୍ଡରେ ବିଭିନ୍ନ ସାମଗ୍ରୀ ଏବଂ ଦ୍ରବ୍ୟର ବ୍ୟାପକ କ୍ଷତି ଘଟିଥିବା ସୂଚନା ମିଳିଛି। ନିଆଁ ଲାଗିବା ଯୋଗୁ…

ଜୁଆ ଆଡ୍ଡା ଉପରେ ରେଡ୍, ୧୪ ଜଣ ଗିରଫ

ସମ୍ବଲପୁର: ଜୁଆ ଆଡ୍ଡା ଉପରେ ପଞ୍ଝା ମାରିଲା ପୋଲିସ । ସମ୍ୱଲପୁର ସହରର ବିଭିନ୍ନ ସ୍ଥାନରେ ଜୁଆ ଆଡ୍ଡା ଉପରେ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି । ସହରରେ ଜୁଆ ଖେଳ ଚାଲିଥିବା ନେଇ ପୋଲିସକୁ ଖବର ମିଳିଥିଲା । ଏହାପରେ ସ୍ୱତନ୍ତ୍ର ପୋଲିସ ଟିମ୍ ଆରମ୍ଭ କରିଥିଲା ରେଡ୍ । ପୋଲିସ ୧୪…

ସମ୍ୱଲପୁରରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଠାବ, ୬ ଜଣ ଗିରଫ

ସମ୍ୱଲପୁର: ଜାଲ୍ ନୋଟ୍ କାରବାର ରାକେଟର ପର୍ଦ୍ଦାଫାସ । ସମ୍ୱଲପୁରରୁ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ୧୩ ଲକ୍ଷ ଟଙ୍କାର ନକିଲ ନୋଟ୍ ଜବତ ହୋଇଛି । ଏଥିରେ ଅଛି ୨୦୦୦, ୫୦୦ ଓ ୧୦୦ ଟଙ୍କିଆ ଜାଲ୍ ନୋଟ୍ । ନକଲି ନୋଟ୍ ତିଆରି ମେସିନ୍ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ପୋଲିସ । ଗିରଫ…

କରୋନାରେ ଆରପାରିକୁ ଚାଲିଗଲେ ସାମ୍ବାଦିକ ମାନସ ଜୟପୁରିଆ

ଭୁବନେଶ୍ୱର: କରୋନା ଧନୀ, ଗରିବ କିଛି ମାନୁନି । ସଂକ୍ରମଣ କେତେବେଳେ କାହାକୁ କେଉଁଠି ହେଉଛି ଆଉ କାହାର ଜୀବନ କେତେବେଳେ ପାଣି ଫୋଟକା ଭଳି ଚାଲି ଯାଉଛି । କରୋନା ସଂକ୍ରମିତ ଆଉ ଜଣେ ସାମ୍ବାଦିକ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । କରୋନାରେ ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ…

ବୁର୍ଲା ଭୀମସାରରେ ହେବ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ସଂକ୍ରମଣ ବଢ଼ୁଥିବା ବେଳେ ବୁର୍ଲା ଗସ୍ତରେ ଯାଇ ସମ୍ବଲପୁର ଜିଲ୍ଲାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ସମୀକ୍ଷା ପରେ ବୁର୍ଲା ଭୀମସାରରେ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ…

‘ମହିମା ଧର୍ମଦର୍ଶନ ଓ ଭୀମ ଭୋଇଙ୍କ କାବ୍ୟଦୃଷ୍ଟି’ ଉପରେ କର୍ମଶାଳା

ସମ୍ବଲପୁର : ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଭୀମ ଭୋଇ ଗବେଷଣା ଚେୟାର ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟର ଅମୃତ ବିହାର ପରିସରରେ , 'ମହିମା ଧର୍ମଦର୍ଶନ ଓ ଭୀମଭୋଇଙ୍କ କାବ୍ୟଦୃଷ୍ଟି' ଶୀର୍ଷକରେ ଏକ ଚିତ୍ରକଳା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୀମଭୋଇ ଚେୟାର ପ୍ରଫେସର ତଥା ବିଶିଷ୍ଟ କବି…

ସମ୍ବଲପୁରରେ ଗଜରାଜଙ୍କ ଉତ୍ପାତ, ୨ ଶ୍ରମିକ ମୃତ

ସମ୍ବଲପୁର: ସଦର ଫରେଷ୍ଟ ରେଞ୍ଜ କୁଡେରନିଶା ଗାଁରେ ଅଘଟଣ । ଏକ ଅସ୍ଥାୟୀ ଘରେ ଦୁଇ ଶ୍ରମିକ ଶୋଇଥିବା ବେଳେ ଦନ୍ତାହାତୀ ଦଳି ଦେବାରୁ ଘଟଣା ସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ମୃତକମାନଙ୍କ ଘର ବରଗଡ ଅଂଚଳରେ ବୋଲି ଜଣାପଡିଛି । ପୋଲିସ ଓ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଚଦନ୍ତ…

ଓଡ଼ିଶୀ ସଙ୍ଗୀତ ଉତ୍ସବ ଏବଂ କର୍ମଶାଳା ଉଦଯାପିତ

ସମ୍ବଲପୁର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ସମ୍ବଲପୁର କଳାପରିଷଦର ମିଳିତ ସହଯୋଗରେ ସମ୍ବଲପୁର ଠାରେ ଆୟୋଜିତ ଓଡ଼ିଶୀ ସଙ୍ଗୀତ ଉତ୍ସବ ଓ କର୍ମଶାଳା ଉଦଯାପିତ ହୋଇଯାଇଛି।ଏହି ଉତ୍ସବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡକ୍ଟର ସଞ୍ଜିବ ମିତ୍ତଲ ମୁଖ୍ୟ…

କରୋନା କଟକଣା ଭିତରେ ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା

ଭୁବନେଶ୍ବର : ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା । କୋଭିଡ କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ପାଳିତ ହୋଇଛି ୭୨ ତମ ସାଧାରଣତନ୍ତ୍ର ଦିବସ । ମନ୍ତ୍ରୀ ତୁଷାରକାନ୍ତି ବେହେରା ଜିଲ୍ଲାସ୍ତରୀୟ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ…