Latest Odisha News

BREAKING NEWS

Browsing Tag

Sambalpur

ସମଲେଶ୍ୱରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାମ ଖୁବଶୀଘ୍ର

ସମ୍ବଲପୁର: ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ…

କବି ରାମକୃଷ୍ଣଙ୍କ ଚାରୋଟି ପୁସ୍ତକ ଉନ୍ମୋଚିତ

ସମ୍ବଲପୁର: ଅନ୍ୟା ଆୟୋଜିତ ପୁସ୍ତକ ଲୋକାର୍ପଣ ଉତ୍ସବରେ କବି ରାମକୃଷ୍ଣଙ୍କ ପ୍ରବନ୍ଧ ସଂକଳନ ‘ଜୀବନ ଶୃଂଗାର’, ‘ଆତ୍ମୋପଲବ୍ଧିର କଥନ’, ‘ଅଜ୍ଞାତର ପଦଚିହ୍ନ’ ଏବଂ ୧୨୬ ପୃଷ୍ଠାର ବିରଳ କବିତା ସଂକଳନ ‘ରାଗ ଉତ୍ତରା’ ଲୋକାର୍ପିତ ହୋଇଯାଇଛି। ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟ ଅତିଥି ଭାବରେ…

କୁଚିଣ୍ଡାରେ ପ୍ରଧାନଶିକ୍ଷକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କୁଚିଣ୍ଡା: ସମ୍ବଲପୁର କୁଚିଣ୍ଡା ଥାନା ଅନ୍ତର୍ଗତ ଲାଖପଡ଼ା ଗାଁରେ ଶିକ୍ଷକଙ୍କୁ ନିର୍ମମ ହତ୍ୟା । ଆଜି ଖଣ୍ଡେକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଶଙ୍କର ଜୟପୁରିଆ ପୋଖରୀରୁ ଗାଧୋଇ ଫେରୁଥିବା ବେଳେ ତାଙ୍କୁ କିଛି ଦୁର୍ବୁତ ଟାଙ୍ଗିଆରେ ହାଣି ଫେରାର ହୋଇଯାଇଥିଲେ ।ଗାଁ ଲୋକ…

କହେଲେ କହେବ ଓ କରବୁ ଯାହା ପାଏବୁ ତାହା ପୁସ୍ତକ ଉନ୍ମୋଚିତ

ସମ୍ବଲପୁର: କୋଭିଡ କଟକଣା ଭିତରେ ସମ୍ବଲପୁରର ସମଲେଶ୍ବରୀ ମନ୍ଦିର ପରିସରରେ ଡ. ଶ୍ୟାମସୁନ୍ଦର ଧରଙ୍କ ରଚିତ ସମ୍ବଲପୁରୀ ପୁସ୍ତକ "କହେଲେ କହେବ" ଓ ଡ. ବିଜୟ ପ୍ରଧାନଙ୍କ ରଚିତ ସମ୍ବଲପୁରୀ ଗଳ୍ପ ସଂକଳନ "କରବୁ ଯାହା ପାଏବୁ ତାହା" ଉନ୍ମୋଚିତ ହୋଇଯାଇଛି। ବରିଷ୍ଠ ନାଗରିକ ହେମନ୍ତ ଦଫେଦାର ଓ…

ସମଲେଶ୍ବରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି

ସମ୍ବଲପୁର : କୋଭିଡ କଟକଣା ସହ ସ୍ଥାନୀୟ ଭକ୍ତଙ୍କ ଦର୍ଶନ ଲାଗି ସମଲେଶ୍ବରୀ ମନ୍ଦିର ଖୋଲା ଯାଇଛି । ମା'ଙ୍କ ଦର୍ଶନ ପାଇଁ ସକାଳ ୬ ଟାରୁ ଆରମ୍ଭ ହୋଇ ଅପରାହ୍ନ ପର୍ଯ୍ୟନ୍ତ ଭକ୍ତଙ୍କ ପ୍ରବଳ ଗହଳି ଦେଖାଯାଉଛି। ତେବେ ଏହାକୁ ଦୃଷ୍ଟିରେ ରଖି କ୍ଷେତ ରାଜ ପୁର ପୁଲିସ ପକ୍ଷରୁ ପରିଚୟ ପତ୍ର…

ଉର୍ଦ୍ଦୁ କବି ଜନାବ ସିନ କାଫ ନିଜାମଙ୍କୁ ୨୦୧୯ ଜାତୀୟ ଗଙ୍ଗାଧର ସମ୍ମାନ

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର ୫୪ ତମ ପ୍ରତିଷ୍ଠା ଦିବସ ଅନଲାଇନ ମାଧ୍ୟମରେ ପାଳିତ ହୋଇଯାଇଛି । କୁଳପତି ପ୍ରଫେସର ଦୀପକ ବେହେରାଙ୍କ ଦିଗଦର୍ଶନରେ ଅନୁଷ୍ଠିତ ଅନଲାଇନ ସଭାରେ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଅର୍କକେଶରୀ ଦାସ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି…

ଏକ୍ସପ୍ରେସ ଟ୍ରେନ୍ ରହଣି ଦାବିରେ ସମ୍ବଲପୁର ଜିଲ୍ଲା ବାମରାରେ ୧୨ ଘଣ୍ଟିଆ ବନ୍ଦ ପାଳନ

ସମ୍ୱଲପୁର: ଏକ୍ସପ୍ରେସ ଟ୍ରେନ ରହଣି ଦାବିରେ ସମ୍ୱଲପୁର ଜିଲ୍ଲା ବାମରାରେ ବନ୍ଦ ପାଳନ । ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଆନ୍ଦୋଳନକାରୀ ସକାଳୁ ସକାଳୁ ରେଳରୋକ କରିଛନ୍ତି । ଫଳରେ ଏହି ରୁଟରେ ବାଧାପ୍ରାପ୍ତ ହୋଇଛି ଟ୍ରେନ ଚଳାଚଳ । ବହୁ ଟ୍ରେନ ବିଭିନ୍ନ ସ୍ଥାନରେ ଅଟକି ରହିଛି । ୩ଟି…

ସମ୍ବଲପୁର ଲଇମୁରା ଡକାୟତି ମାମଲାର ପର୍ଦ୍ଦାଫାସ୍‌

ସମ୍ବଲପୁର: ବହୁଚର୍ଚ୍ଚିତ ଲଇମୁରା ୟୁନିଅନ୍ ବ୍ୟାଙ୍କ ଗାଡି ଡକାୟତି ମାମଲା । ସୋମବାର ୯ ତାରିଖରେ ବନ୍ଧୁକ ମୁନରେ ହୋଇଥିଲା ଲୁଟ୍‌ପାଟ୍ । ତିନୋଟି ବାଇକରେ ୬ ଜଣ ଲୁଟେରା ୩୫ ଲକ୍ଷ ୪୧ ହଜାର ଟଙ୍କା ଧରି ଚମ୍ପଟ୍ ମାରିଥିଲେ । ଶେଷରେ ସମ୍ବଲପୁରର ସ୍ୱତନ୍ତ୍ର ପୋଲିସ ଟିମ୍ ଦୀର୍ଘଦିନ ପରେ…

ଭାରସାମ୍ୟ ହରାଇ ବ୍ରିଜରେ ପିଟି ହେଲା ବାଇକ୍, ଦୁଇ ଆରୋହୀ ମୃତ

ସମ୍ୱଲପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ରାଞ୍ଚି-ବିଜୟୱାଡା ରାସ୍ତାର ଡ଼ିମିରିକୁଦା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ ରେଢ଼ାଖୋଲ ଏଲଆଇସି କଲୋନୀର ଅଭିଜିତ ପାଣିଗ୍ରାହୀ ଓ ରଥସାହିର…

ବଟି ମାଗି ପୁଣି ଦୁଇ ନକଲି ସାମ୍ବାଦିକ ଗିରଫ !

ସମ୍ବଲପୁର: ପୁଣି ସାମ୍ବାଦିକତାକୁ କଳଙ୍କିତ କରିଛନ୍ତି ଦୁଇ ନକଲି ସାମ୍ବାଦିକ । ବେଆଇନ ବଟି ମାଗି ଗିରଫ ହୋଇଛନ୍ତି ଦୁଇ ନକଲି ସାମ୍ବାଦିକ । ସମ୍ବଲପୁର ଜିଲ୍ଲା ବୁର୍ଲାରେ ସାମ୍ନାକୁ ଆସିଛି ଏପରି ଲଜ୍ଜାକର ଘଟଣା । ରିପୋର୍ଟ ଅନୁଯାୟୀ ବିରେନ୍ଦ୍ର ବଗର୍ତ୍ତି ନାମକ ଜଣେ ବ୍ୟକ୍ତିଙ୍କ…