ଆଉ ଶୁଣିବାକୁ ମିଳିବ ନାହିଁ ପ୍ରସିଦ୍ଧ ସମ୍ବଲପୁରୀ କଣ୍ଠଶିଳ୍ପୀ ବୃନ୍ଦାବନ ନାଏକଙ୍କ ସ୍ବର
ସୋନପୁର: ପଶ୍ଚିମ ଓଡିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ବୃନ୍ଦାବନ ନାଏକଙ୍କ କଣ୍ଠରୁ ଆଉ ଶୁଣିବାକୁ ମିଳିବ ନାହିଁ ଉଜଲମତି ରାଧା ମାଇଁ ତ ପରି ହୃଦୟ ଛୁଆଁ ସମ୍ବଲପୁରୀ ସଂଗୀତ । ଆଜି ସୁବର୍ଣ୍ଣପୁର ସହରର ଘୋଡାଘାଟପଡା ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ…