Latest Odisha News

BREAKING NEWS

Browsing Tag

Same Sex Marriage

ସମଲିଙ୍ଗୀ ଦମ୍ପତି କିଭଳି ପାଇବେ ସାମାଜିକ ସୁବିଧା, କେନ୍ଦ୍ରକୁ ପଚାରିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ମାନ୍ୟତା ଦେଇ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ହୋଇଛି । ହେଲେ ସମଲିଙ୍ଗୀ ଦମ୍ପତି ଅନ୍ୟ ଦମ୍ପତିଙ୍କ ଭଳି କିଭଳି ସମସ୍ତ ସୁବିଧା ସୁଯୋଗ ସମାଜରେ ପାଇବେ । ଏନେଇ କଣ ରାସ୍ତା ରହିଛି ବୋଲି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ ।…

ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ପ୍ରସଙ୍ଗ : ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ବିରୋଧ, ସଂକଳ୍ପ ପାରିତ

ନୂଆଦିଲ୍ଲୀ : ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦିଆଯିବ କି ନାହିଁ, ସେନେଇ ସୁପ୍ରିମକୋର୍ଟରେ ମଙ୍ଗଳବାରଠାରୁ ଶୁଣାଣି ଆରମ୍ଭ ହୋଇଛି। ତେବେ ରବିବାର ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ(ବିସିଆଇ) ଏହାକୁ ବିରୋଧ କରି ଏକ ସଂକଳ୍ପ ପାରିତ କରିଥିବା ଜଣାପଡିଛି । ସଂକଳ୍ପରେ କୁହାଯାଇଛି ଯେ,…

ସମଲିଙ୍ଗୀ ବିବାହ ମାମଲା : ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପକ୍ଷଭୁକ୍ତ କରିବାକୁ କେନ୍ଦ୍ର ସରକାରଙ୍କ…

ନୂଆଦିଲ୍ଲୀ : ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦିଆଯିବ କି ନାହିଁ, ସେନେଇ ସୁପ୍ରିମକୋର୍ଟରେ ମଙ୍ଗଳବାରଠାରୁ ଶୁଣାଣି ଆରମ୍ଭ ହୋଇଛି। ଏହି କ୍ରମରେ ଆଜି(ବୁଧବାର) ସମଲିଙ୍ଗୀ ବିବାହ ମାମଲା ଶୁଣାଣିରେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପକ୍ଷଭୁକ୍ତ କରିବା ଲାଗି…

ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟରେ କାଲିଠୁ ଶୁଣାଣୀ, କେନ୍ଦ୍ର ସରକାରଙ୍କ ବିରୋଧ

ନୂଆଦିଲ୍ଲୀ : ଦେଶରେ ସମଲିଙ୍ଗୀ ବିବାହକୁ ବିରୋଧରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ନୂଆ ଆବେଦନ କରିଥିବା ଜଣାପଡ଼ିଛି। ଆବେଦନରେ କେନ୍ଦ୍ର ସରକାର କହିଛନ୍ତି ଯେ, ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବିଚାର ଉପରେ କେନ୍ଦ୍ର ସରକାର ପ୍ରଶ୍ନ…

ସମଲିଙ୍ଗୀ ବିବାହ ମାମଲା, ଏପ୍ରିଲ୍ ୧୮ରୁ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠରେ ଶୁଣାଣି

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ମାନ୍ୟତା ନେଇ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଉପରେ ଏପ୍ରିଲ୍ ୧୮ରୁ ଶୁଣାଣି ଆରମ୍ଭ ହେବ । ଆବେଦନ ଉପରେ ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଶୁଣାଣି କରିବେ । ଆବେଦନକାରୀ ଏହି ମାମଲାକୁ ସର୍ବସାଧାରଣଙ୍କ ସହ ଜଡ଼ିତ କହି ଶୁଣାଣିର ଲାଇଭ୍ ଷ୍ଟ୍ରିମିଂ ଦାବି…

ସୁପ୍ରିମକୋର୍ଟରେ ସମଲିଙ୍ଗୀ ବିବାହକୁ କେନ୍ଦ୍ରର ବିରୋଧ

ନୂଆଦିଲ୍ଲୀ: ଝିଅ-ଝିଅ ଓ ପୁଅ-ପୁଅ ମଧ୍ୟରେ ସମଲିଙ୍ଗୀ ବିବାହକୁ କେନ୍ଦ୍ର ସରକାରଙ୍କ ବିରୋଧ । ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ନେଇ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନକୁ ବିରୋଧ କରିଛନ୍ତି କେନ୍ଦ୍ର ସରକାର । ସୁପ୍ରିମକୋର୍ଟରେ କେନ୍ଦ୍ର ସରକାର ସତ୍ୟପାଠ ଦାଖଲ କରି ସମଲିଙ୍ଗୀ ବିବାହ ନେଇ…