Latest Odisha News

BREAKING NEWS

Browsing Tag

sameer das

ଅଗଷ୍ଟରେ ସ୍ଥିତି ଦେଖି ପାଠ୍ୟକ୍ରମ କମ୍ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇ ୩୦ ପ୍ରତିଶତ ପାଠ୍ୟକ୍ରମ କମ୍ କରିଛି । ଆମ ରାଜ୍ୟରେ ମଧ୍ୟ ପାଠ୍ୟକ୍ରମ କେତେ ପ୍ରତିଶତ କମିବ ସେନେଇ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ । ସେ ସ୍ପଷ୍ଟ କରିଛନ୍ତି ଯେ, ଅଗଷ୍ଟ ୩୧ ଯାଏ ସ୍କୁଲ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।…

ରଥଯାତ୍ରା ପାଇଁ ୩ ମନ୍ତ୍ରୀଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାତି ପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କଟକଣା ଭିତରେ ରଥଯାତ୍ରାକୁ ସୁରୁୁଖୁରୁରେ ସାରିବାକୁ ଅଂଟା ଭିଡିଛନ୍ତି ସରକାର । ହାତରେ ଅଳ୍ପ ସମୟ ଥିବାରୁ ଯୁଦ୍ଧକାଳୀନ ସ୍ଥିତିରେ ବ୍ୟବସ୍ଥା କରାଯାଉଛି । ଏହାରି ଭିତରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାର ଉତ୍ତମ ପରିଚାଳନା ପାଇଁ…

ବନ୍ଦ ହେବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ: ସମୀର ଦାଶ 

ଭୁବନେଶ୍ୱର: ବନ୍ଦ ହେବନି ୨୦ ଜଣରୁ କମ୍ ସଂଖ୍ୟକ ଛାତ୍ରଛାତ୍ରୀ ଥିବା ସ୍କୁଲ  । ପୂର୍ବବର୍ଷ ଯେଉଁ ସ୍କୁଲରେ ସବୁ ଆଡ଼ମିଶନ ହୋଇଥିଲା, ଚଳିତବର୍ଷ ମଧ୍ୟ ସେସବୁ ସ୍କୁଲରେ ନାମଲେଖା ହେବ  । ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ  । ଜୁନ ୮ ତାରିଖରୁ ଜୁଲାଇ…

ଶିକ୍ଷକଙ୍କୁ ଦୁର୍ବ୍ୟବହାର କଲେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ କରୋନା ବିରୋଧୀ ଲଢେଇରେ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ଯୋଦ୍ଧା ଭଳି ନିଜକୁ ଉତ୍ସର୍ଗ କରିଛନ୍ତି । ସେମାନଙ୍କୁ ଦୁର୍ବ୍ୟବହାର ବରଦାସ୍ତ କରାଯିବନି, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଜି ଚେତାଇ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।…