Latest Odisha News

BREAKING NEWS

Browsing Tag

Sameer Dash

ଏଥର ମାଟ୍ରିକରେ ପ୍ରତି ବିଷୟରେ ୮୦ ମାର୍କ ପରୀକ୍ଷା, ୧୦୦ ମାର୍କ ପାଇଁ ହେବ ମୂଲ୍ୟାୟନ

ଭୁବନେଶ୍ୱର: କରୋନା ଯୋଗୁ ଏବର୍ଷ ରାଜ୍ୟରେ ବିଳମ୍ବ ହୋଇଛି ପରୀକ୍ଷା । ବହୁ କଳ୍ପନାଜଳ୍ପନା ଭିତରେ ମେ ୩ରୁ ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଏବର୍ଷ ପ୍ରତି ବିଷୟରେ ୮୦ ମାର୍କର ହେବ । ଛାତ୍ରଛାତ୍ରୀ ୫୦ ମାର୍କର ଙଗଜ ଅବଜେକ୍ଟିଭ୍ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନର…

ଜାନୁଆରୀରେ ଖୋଲିପାରେ ସ୍କୁଲ, ଛୁଟି ଦିନରେ ବି କ୍ଲାସ୍

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ଖୋଲିପାରେ ସ୍କୁଲ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି, ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ । ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ ।…

ଚଳିତ ଶିକ୍ଷାବର୍ଷରେ ହେବ ମାଟ୍ରିକ୍ ଓ +୨ ପରୀକ୍ଷା

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁ ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ପାଠପଢ଼ା ପ୍ରଭାବିତ ହୋଇଛି । କିନ୍ତୁ ଚଳିତ ଶିକ୍ଷାବର୍ଷରେ ହେବ ମାଟ୍ରିକ ବୋର୍ଡ ଓ ଯୁକ୍ତ ଦୁଇ ପରୀକ୍ଷା ।ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପରୀକ୍ଷା…

ଦୀପାବଳି ପରେ ରାଜ୍ୟରେ ଖୋଲିବ କି ସ୍କୁଲ !

ଭୁବନେଶ୍ୱର: ଦିପାବଳୀ ପରେ ରାଜ୍ୟରେ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ସସପେନ୍ସ ଲାଗି ରହିଛି । ଏନେଇ ସରକାର ବିଚାରବିମର୍ଶ ଚଳାଇଛନ୍ତି । କୌଣସି ନିଷ୍କର୍ଷ ହୋଇ ନାହିଁ । ପୂର୍ବରୁ ମୁଖ୍ୟମନ୍ତ୍ରୀ ପୂଜା ଛୁଟି ଯାଏ ସ୍କୁଲ ବନ୍ଦ ରହିବା ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ତେବେ କେବେ…

ଅଗଷ୍ଟ ୨୧ରୁ +୨ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ, କମିଲା ଫି

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଘୋଷଣା ହେଲା ତାରିଖ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ଭିତରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । କୋଭିଡ୍ ପାଇଁ ଆବେଦନ ଫି…

ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ, ପାସ ହାର ୭୦.୨୧%

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତବର୍ଷର ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ । ପାସ ହାର ରହିଛି ୭୦.୨୧% । ମୋଟ୍ ୬୮ ହଜାର ୩୭୪ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତ । ଚଳିତ ବର୍ଷ ପ୍ରଥମ ଶ୍ରେଣୀରେ ୨୫ ହଜାର ୩୩୯ଜଣ ପାସ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪ ହଜାର ୧୨୧ ଓ ତୃତୀୟ ଶ୍ରେଣୀରେ…

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ, ସେପଟେ ବିଳମ୍ବ ହୋଇପାରେ +୨ ରେଜଲ୍ଟ

ଭୁବନେଶ୍ୱର : ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଆସନ୍ତା ଜୁଲାଇ ୩୧ ତାରିଖ ମଧ୍ୟରେ ପ୍ରକାଶ ପାଇବ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମନ୍ତ୍ରୀ କହିଛନ୍ତି, ‘ଖାତା ମୂଲ୍ୟାୟନ ଶେଷ ହୋଇଛି । ଟାବୁଲେସନ ଚାଲିଛି । ତେଣୁ ମାସ ଶେଷ ସୁଦ୍ଧା ପରୀକ୍ଷା ଫଳ…