ମୁଖ୍ୟମନ୍ତ୍ରୀଙ୍କ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ଆହ୍ୱାନକୁ ବିଜେପିର ସ୍ୱାଗତ
ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।
ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା…